ବାପାଙ୍କୁ ହାଣିଲା ନାବାଳକ ପୁଅ

ବାଲେଶ୍ୱର: ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି ନାବାଳକ ପୁଅ ଜଣଙ୍କ ବାପା କେଶବ ମହାନ୍ତିଙ୍କୁ ତେଲେଙ୍ଗା କଟୁରୀରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । କେଶବଙ୍କୁ ନାବାଳକ ପୁଅ ହାଣିଥିବା ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ