ବାପାର ଛୁରା ମାଡ଼ରେ ପୁଅ ମୃତ

ସୋର:ବାଲେଶ୍ବର ଜିଲ୍ଲା ସୋର ଖଇରା ଥାନା ନରମା ଗାଁରେ ବାପାର ଛୁରା ମାଡ଼ରେ ନାବାଳକ ପୁଅର ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ନେଦାମ ଗାଁର ଯୋଗେନ୍ଦ୍ର ସିଂ ତାଙ୍କ ପରିବାରକୁ ନେଇ ୬ ବର୍ଷ ହେବ ନରମା ଗାଁରେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ତାଙ୍କ ସ୍ତ୍ରୀ ମୁନି ସିଂକୁ କୌଣସି କାରଣରୁ ମାଡ଼ ମାରିଥିଲେ।ମାଆକୁ ବଞ୍ଚାଇବାକୁ ଯାଇ ବଡ଼ପୁଅ ରାଜେଶ ସିଂ ପ୍ରତିବାଦ କରିଥିଲେ। ଏଥିରେ ଯୋଗେନ୍ଦ୍ର ରାଗିଯାଇ ଏକ ଛୁରୀରେ ପୁଅ ରାଜେଶର ଛାତିକୁ ଆକ୍ରମଣ କରିଥିଲେ। ପରିବାର ଲୋକେ ରାଜେଶକୁ ଉଦ୍ଧାର କରି ପ୍ରଥମେ ଔପଦା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ଅନୁପସ୍ଥିତି ଥିବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ହତ୍ୟାକାରୀ ବାପା ଯୋଗେନ୍ଦ୍ର ଖସିପଳାଇବାକୁ ଚେଷ୍ଟା କରୁଥିବାବେଳେ ଖଇରା ପୋଲିସ କାବୁ କରି ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।

  • Related Posts

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବିଷ…

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ଭୁବନେଶ୍ବର: ରାଜଧାନୀରେ ହିଟ ଆଣ୍ଡ ରନ୍ କେସ। କାର ଜବତ। ଏବେ ବି କାର୍ ମାଲିକ ଫେରାର ରହିଥିବା ବେଳେ ଉଭୟ ସ୍କର୍ପିଓ ଓ ଚାଳକଙ୍କୁ ଧରିବାକୁ ପୁଲିସ ଚଢ଼ାଉ ଜାରି ରଖିଛି । ଶନିବାର ବରମୁଣ୍ଡାରୁ ରେସ୍ କରି ଆସୁଥିବା…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ