ବାବା ଆଖଣ୍ଡଳମଣି ଧାମରେ ଭୋର୍‌ ସାଢ଼େ ୪ଟାରେ ଉଠିବ ମହାଦୀପ

ଭଦ୍ରକ : ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଆରଡ଼ିଧାମର ଅଧିଶ୍ୱର ବାବା ଆଖଣ୍ଡଳମଣିଙ୍କ ପୀଠରେ ଭୋର୍‌ ସାଢ଼େ ୪ଟାରେ ମହାଦୀପ ଉଠିବ। ଜାଗର ଯାତ୍ରା କମିଟି ଅଧ୍ୟକ୍ଷ ତଥା ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତା‌‌ରେ ଆଜି ଅନୁଷ୍ଠିତ ଚୂଡ଼ାନ୍ତ ସମନ୍ୱୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଜିର ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ୨୫ ତାରିଖ ଦିନ ଏକବାର ନୀତି ଓ ନେତଲାଗି ହେବାକୁ ଥିବା ବେଳେ ୨୬ ତାରିଖ‌ରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଉକ୍ତ ଦିନ ରାତି ୧ଟା ୩୦ରୁ ବାବା ଆଖଣ୍ଡଳମଣିଙ୍କ ସୁନାବେଶ ଅନୁଷ୍ଠିତ ହେବ। ଭୋର୍‌ ସାଢ଼େ ୩ଟା ପର୍ୟ୍ୟନ୍ତ, ୨ଘଣ୍ଟା ଧରି ଭକ୍ତମାନେ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରିପାରିବେ। ପରେ ଭୋର୍‌ ସାଢ଼େ ୪ଟାରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବ। ଭକ୍ତମାନଙ୍କର ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯିବ। ଅପରପକ୍ଷେ, ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏବର୍ଷ ପୀଠରେ ଜାଗରଯାତ୍ରା ମହୋତ୍ସବ ୨ଦିନ ଧରି ପାଳନ କରାଯିବ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ