ବାର୍ଡ଼ ଫ୍ଲୁ :୩ ସ୍ଥାନକୁ ନିଷେଦ୍ଧାଞ୍ଚଳ ଘୋଷଣା

ଡେଲାଙ୍ଗ: ଡେଲାଙ୍ଗରେ ବାର୍ଡ଼ ଫ୍ଲୁ ବ୍ୟାପିଛି। ଭୋପାଳରୁ ରକ୍ତ ନମୁନାର ରିପୋର୍ଟ ଆସିବା ପରେ ଡେଲାଙ୍ଗର ୩ ଟି ସ୍ଥାନକୁ ନିଷେଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଡେଲାଙ୍ଗ ସଂକ୍ରମିତ ଅଞ୍ଚଳରୁ ପ୍ରଶାସନ ପକ୍ଷରୁ ୬୫୦୦ କୁକୁଡ଼ା ମରାଯିବ ବୋଲି କୁହାଯାଉଛି।ସଂକ୍ରମଣ ହୋଇଥିବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ୟ୍ୟନ୍ତ ରଖାଯାଇଥିବା ଜୀବଙ୍କ ଉପରେ କଡ଼ା ନଜର ରଖାଯିବ। ଏନେଇ ଡେଲାଙ୍ଗ ବ୍ଲକ୍ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ସୋମନାଥ ଦାସ ସୂଚନା ପ୍ରଦାନ କରାଯାଇଛି।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ