ବାଲିଯାତ୍ରା ଖାଦ୍ୟ ଷ୍ଟଲ୍ ଉପରେ ଚଢଉ

କଟକ: କଟକ ବାଲିଯାତ୍ରା ପଡ଼ିଆରେ ରେଡ୍‌। କଟକ ମହାନଗର ନିଗମର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ବିଭିନ୍ନ ଖାଦ୍ୟ ଷ୍ଟଲ୍ ମାନଙ୍କରେ ଚଢାଉ କରାଯାଇଛି। ବିଶେଷ କରି ବାସୀ ଖାଦ୍ୟ ରାସାୟନିକ ରଙ୍ଗ, ଅସ୍ୱାସ୍ଥ୍ୟକର ପରିବେଶ ଓ ନିମ୍ନ ମାନର ତେଲକୁ ଯାଞ୍ଚ କରାଯାଇଛି। ଖିଲାପ କରିଥିବା ଦୋକାନ ଗୁଡ଼ିକୁ ଫାଇନ ଆଦାୟ କରିବା ସହ ପୁନର୍ବାର ଏପରି ନକରିବା ପାଇଁ ଚେତାବନୀ ଦିଆଯାଇଛି।ଏଥି ସହିତ ବାସି ଖାଦ୍ୟକୁ ଜବତ୍ କରିବା ସହ ନଷ୍ଟ ମଧ୍ୟ କରାଯାଇଛି। ଏହି ଚଢାଉ ପ୍ରକ୍ରିୟା ବାଲିଯାତ୍ରାର ପ୍ରତ୍ୟେକ ଦିନ କରାଯିବ ବୋଲି ସୂଚନା ଦେଇଛନ୍ତି ସିଏମ୍‌ସି ସ୍ୱାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର।

  • Related Posts

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    Leave a Reply

    Your email address will not be published. Required fields are marked *

    You Missed

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ