ବିକଶିତ ଭାରତ ପାଇଁ ବଜେଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ୟୋଗୀଙ୍କୁ ପାଇଁ ନୂତନ ସୁଯୋଗ ସହ ଆତ୍ମନିର୍ଭର କରିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ହୋଇଛି। ମୋଟ ୫ ଲକ୍ଷ ଅନୁସୂଚିତ ଜାତି/ଅନୁସୂଚିତ ଜନଜାତି ମହିଳା ଉଦ୍ୟୋଗୀଙ୍କୁ ଆଗାମୀ ୫ ବର୍ଷରେ ୨ କୋଟି ପର୍ୟ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। କୃଷି ଏବଂ କୃଷକଙ୍କ ବିକାଶକୁ ପ୍ରାଧାନ୍ୟ ଦେଇ ଆରମ୍ଭ ହେବ ‘ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା’। ଦେଶର ମୋଟ ୧୦୦ଟି ଖାଇବା ତେଲରେ ଭାରତକୁ ଆତ୍ମନିର୍ଭର କରିବା ନିମନ୍ତେ ଆରମ୍ଭ ହେବ ୬ ବର୍ଷିଆ ସ୍ଵତନ୍ତ୍ର ଯୋଜନା।
ଦେଶରେ ଏମଏସଏମଇ ବିକାଶର ଦ୍ବିତୀୟ ଇଞ୍ଜିନ ହୋଇଛି ଓ ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ୍ କରାଯାଇଛି। ଏହି କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯାହାଦ୍ବାରା ଯୁବବର୍ଗ ଅଧିକ ନିଯୁକ୍ତି ପାଇବେ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ