ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ସାତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ରାଜ୍ୟରେ ଏବେ ବ୍ରେକ ମୌସୁମୀ ସ୍ଥିତି ଲାଗି ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର । ମଧ୍ୟାହ୍ନ ଅବା ସନ୍ଧ୍ୟା ସମୟରେରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ସହ ଝଟକା ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ମଧ୍ୟ ହୋଇପାରେ।

ସେହିପରି ମଧ୍ୟମ ଧରଣର ବର୍ଷା ନେଇ ୨୪ ଜିଲ୍ଲାରେ ସତର୍କତା ଜାରୀ କରିଛି ପାଣିପାଗ ବିଭାଗ । ଏଭଳି ସ୍ଥିତି ଆସନ୍ତା ଜୁନ ୨ ତାରିଖ ଯାଏଁ ହେବ । ଅନ୍ୟପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ରାଜ୍ୟରେ ଏବେ ମନସୁନ ବ୍ରେକ୍ ସ୍ଥିତି ଜାରି ରହିଛି । ବାୟୁମଣ୍ଡଳରେ ଯଥେଷ୍ଟ ଜଳୀୟ ବାଷ୍ପ ଥିବା ହେତୁ ଗରମ ଗୁଳୁଗୁଳି ସହ ବର୍ଷା ସ୍ଥିତି ମଧ୍ୟ ଉପୁଜିବ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ