ବିଜୁ ବାବୁଙ୍କ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ କରିବ ବିଜେଡି

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳନ ସମ୍ପର୍କରେ ବିଜେଡିର ସାମ୍ବାଦିକ ସମ୍ମିଳନୀ। ବିଜୁ ବାବୁଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ହେବ। ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ କରିବ ବିଜେଡି। ଏହି ଅବସରରେ ବିଜେଡିର ନେତୃବୃନ୍ଦ, ନିର୍ବାଚିତ ପ୍ରତିନିଧି ତଥା ଦଳର ଛାମୁଆ ସଂଗଠନ ଜୟନ୍ତୀ ସଭା ତଥା ଆଲୋଚନା ଚକ୍ର କରିବେ। ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଦେଶାତ୍ମବୋଧକ ସଙ୍ଗୀତ ଗାନ କରାଯିବ।

ସେହିପରି ମାର୍ଚ୍ଚ ୮ ତାରିଖ ଆନ୍ତର୍ଜାତିକ ମହିଳା ଦିବସକୁ ବଡ଼ ଆକାରରେ ପାଳନ କରିବ ବିଜେଡି। ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଭିନ୍ନ ନିର୍ବାଚନମଣ୍ଡଳୀ, ବ୍ଲକ, ପୋୖରାଞ୍ଚଳ ସ୍ତରରେ ପାଳନ କରାଯିବ। ମହିଳାଙ୍କୁ ସସକ୍ତ କରିବା ଦିଗରେ ବିଜେଡି ସରକାର ନେଇଥିବା ପଦକ୍ଷେପ ଓ ମହିଳା ବିକାଶ ସମ୍ପର୍କରେ ବିଜେଡିର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା ହେବ। ଏଥିପାଇଁ ଶଙ୍ଖ ଭବନରେ ପ୍ରସ୍ତୁତି ବୈଠକ ହୋଇଛି ଓ ପାଳନ ନେଇ ଆଲୋଚନା ହୋଇଛି।
ମାର୍ଚ୍ଚ ୮ ରେ ଶଙ୍ଖ ଭବନରେ ମହିଳା ଦିବସ କାର୍ୟ୍ୟକ୍ରମ ହେବ। ବିଭିନ୍ନ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳ ସହ ଶଙ୍ଖ ଭବନରେ ବି ଦିବସ ହେବ।

  • Related Posts

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ। ସରକାର ମୁଖ୍ୟ ଭାବେ ନିରବଚ୍ଛିନ୍ନ ୨୫ ବର୍ଷର ନେତୃତ୍ବ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ଏକ ସଂକଳ୍ପ ପାରିତ ହୋଇଛି। ଆଜିଠୁ ସାରା ଦେଶରେ ସେବା…

    Continue reading
    ସାମିଲ ହେବେ ଯୁବ ଓ କଟିଥିବା ଭୋଟର;୨୬ରୁ ଘରକୁ ଘର ବୁଲି ସର୍ଭେ

    ଭୁବନେଶ୍ୱର : ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍‌) ପ୍ରକ୍ରିୟାରେ ବାଦ୍ ପଡ଼ିଥିବା ଓ ଯୁବ ଭୋଟର୍‌ଙ୍କୁ ଭୋଟର୍‌ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବୁଧବାର ଠାରୁ ୯ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ରାଜ୍ୟବ୍ୟାପୀ ସ୍ବତନ୍ତ୍ର ଅଭିଯାନ ଅନୁ‌ଷ୍ଠିତ ହେବ। ଭୋଟର ତାଲିକାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ