
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ କାର୍ଯ୍ୟାନୁଷ୍ଠାନ। ବିଜେଡିର ୬ ବିଧାୟକ ନିଲମ୍ବିତ। ବିଜେଡିର ପିଏସି ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ବିଧାୟକ ସୁବାସୀନି ଜେନା, ସୌଭିକ ବିଶ୍ବାଳ, ଦେବୀ ରଞ୍ଜନ ତ୍ରିପାଠୀ, ଚନ୍ଦ୍ରମଣି କହଁର, ନବ କିଶୋର ମଲ୍ଲିକଙ୍କୁ ବିଜେଡି ଦଳରୁ ନିଲମ୍ବିତ କରିଛି।




