ବିଜେଡି ଏବେ ଆଇସିୟୁରେ: ଜୟନାରାୟଣ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ବୟାନକୁ ନେଇକଟାକ୍ଷ କରିଛନ୍ତି ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ଆଇସିୟୁରେ ବିଜେଡି। ଏବେ ସାଲାଇନ୍ ଲାଗିଛି। ଅତନୁ ବାବୁ କହୁଛନ୍ତି କଂଗ୍ରେସ ସହିତ ମିଶି ସରକାର କରିବେ। ସ୍ଵାଗତ।  କିନ୍ତୁ ବିଜେଡି ଦଳ ରହିଲେ ତ। ବିଜେଡିର ଆୟୁଷ ବହୁତ କମ୍। ଏବେ ତ ବିଜେଡ଼ି ସାଲାଇନ ଓ ଆଇସିୟୁରେ ଅଛି।  ଦଳ ଯେହେତୁ ଭାଙ୍ଗିଯାଉଛି, ତାକୁ ବଞ୍ଚାଇବାକୁ ଅତନୁ ବାବୁ ଏଭଳି କହୁଛନ୍ତି। ନେତୃତ୍ୱ କାହିଁ?  ବିଜେଡି ତ ଲିଜ୍ ରେ ଚାଲିଥିଲା।  କେତେବେଳେ ପ୍ୟାରୀ ତ ଆଉ କେତେବେଳେ ପାଣ୍ଡିଆନ୍ ଲିଜ୍ ନେଇଥିଲେ। ବିଜେଡିରେ କୌଣସି କର୍ମୀଙ୍କ କଥା ରହିଲାନି।

ସୂଚନାଯୋଗ୍ୟ, ମହାକାଳପଡ଼ା ନିର୍ବାଚନମଣ୍ତଳୀରେ ରବିବାର ଅନୁଷ୍ଠିତ ବିଜେଡି ଜନସ˚ପର୍କ ପଦଯାତ୍ରାରେ ଅତନୁ ନିଜ ଦଳର କର୍ମୀ ତଥା ମୁରବିଙ୍କୁ ଭରସା ଦେବାକୁ ଯାଇ ପୁଣିଥରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା କହିଥିଲେ। ଅତନୁ କହିଥିଲେଯେ ନବୀନ ମୁଖ୍ୟମନ୍ତ୍ରୀ ହେବା ପାଇଁ ଆଉ ଆଠ ଦଶଟି ସିଟ୍ ଦରକାର।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ