ବିଜେଡି ଛାଡ଼ିବା ନେଇ ଭୂପିନ୍ଦର ଦେଲେ ସଙ୍କେତ

ଭୁବନେଶ୍ୱର: ବିଜେଡି ଛାଡ଼ିବା ନେଇ ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂ ସଙ୍କେତ ଦେଇଛନ୍ତି । ଶ୍ରୀ ସିଂ କହିଛନ୍ତି ଯେ ମୋ ପାଇଁ ଲୋକେ ହିଁ ଶ୍ରେଷ୍ଠ, ଦଳ ନୁହେଁ । ମୋର ଭବିଷ୍ୟତ କ’ଣ ହେବ ତାହା ଲୋକେ ନିଷ୍ପତ୍ତି ନେବେ । ଲୋକେ ମୋତେ କହୁଛନ୍ତି ଯେଉଁ ଚିହ୍ନରେ ମୁଁ ଛିଡ଼ା ହେବି ଭୋଟ ଦେବେ । କଂଗ୍ରେସ ଦେଶରେ ଓ ରାଜ୍ୟରେ ବଢ଼ିବାରେ ଲାଗିଛି । ବିଜେଡି ଠିକଭାବେ ମୁଖ୍ୟ ବିରୋଧୀ ଦଳର ଭୂମିକା ନନେଲେ କଂଗ୍ରେସ ବଢ଼ିବ । ଲୋକେ ଅନୁଭବ କରୁଛନ୍ତି ଯେ ବିଜେଡି ଓ ବିଜେପି ଭିତରେ କିଛି ପ୍ରଭେଦ ନାହିଁ । ତେଣୁ ଲୋକ କଂଗ୍ରେସ କଥା ଚିନ୍ତା କଲେଣି । ଲୋକେ ବିରୋଧୀ ଦଳ ଠାରୁ ଯାହା ଆଶା କରୁଛନ୍ତି ତାହା ବିଜେଡି ଠାରୁ ପାଉନାହାନ୍ତି ବୋଲି ଶ୍ରୀ ସିଂହ କହିଛନ୍ତି ।

  • Related Posts

    ଟ୍ରମ୍ପଙ୍କ ‘ଷଡ଼ଯନ୍ତ୍ର’ ଅଭିଯୋଗ ଖଣ୍ଡନ କଲା ରୁଷ

    ବେଜିଂ,04/09: ରୁଷର କ୍ରେମଲିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଭିଯୋଗକୁ ଖଣ୍ଡନ କରିଛି। ଟ୍ରମ୍ପ ଦାବି କରିଥିଲେ ଯେ ରୁଷ, ଚୀନ ଓ ଉତ୍ତର କୋରିଆ ଆମେରିକା ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। କ୍ରେମଲିନ କହିଛି, ଏପରି କୌଣସି ଯୋଜନା ନାହିଁ। ଚୀନରେ…

    Continue reading
    ଆମ ଦଳର କୌଣସି ନେତା ପ୍ରଧାନମନ୍ତ୍ରୀଙ୍କ ମା’ଙ୍କୁ ଅସମ୍ମାନ କରି ନାହାନ୍ତି: କଂଗ୍ରେସ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ଙ୍କୁ କଟୁ ଶବ୍ଦ ନେଇ ରାଜନୀତି ଜୋର ଧରିଛି। ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ବୟାନକୁ କଂଗ୍ରେସ କାଉଣ୍ଟର କରିଛି। କଂଗ୍ରେସ ମୁଖପାତ୍ର ସୋନାଲି ସାହୁ କହିଛନ୍ତି, ଆମ ଦଳର କୌଣସି ନେତା ପ୍ରଧାନମନ୍ତ୍ରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର