ବିଜେଡି ଛାଡି ବିଜେପିରେ ମିଶିଥିଲେ: ଦୁଇ ଜିଲ୍ଲା ପରିଷଦ ସଭ୍ୟଙ୍କ ପଦ ରଦ୍ଦ

ନୀଳଗିରି: ବିଜେଡିରୁ ଯାଇ ବିଜେପିରେ ମିଶିଥିବା ଦୁଇ ଜିଲ୍ଲା ପରିଷଦ ସଭ୍ୟଙ୍କ ପଦ ରାଜ୍ୟ ନିର୍ବାଚନ କମିଶନ ରଦ୍ଦ କରିଛନ୍ତି । ବାଲେଶ୍ଵର ଜିଲ୍ଲା ନୀଳଗିରିରେ ୧୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ଗତିକୃଷ୍ଣ ନନ୍ଦ ଓ ୧୧ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟା ସୁବର୍ଣ୍ଣ ମଞ୍ଜରୀ ସିଂଙ୍କ ସଭ୍ୟପଦ ରଦ୍ଦ ହୋଇଛି।

ଦୁଇଜଣ ଜିଲ୍ଲାପରିଷଦ ସଭ୍ୟ ୨୦୨୫ ଜୁନ ୨୮ ତାରିଖରେ ବିଜେଡି ଛାଡି ମିଶିଥିଲେ।ଏହାପରେ ସଭ୍ୟପଦ ରଦ୍ଦ ପାଇଁ ପୁର୍ବତନ ବିଧାୟକ ସୁକାନ୍ତ ନାୟକ ରାଜ୍ୟ ନିର୍ବାଚଜନ କମିଶନଙ୍କ ପାଖରେ ଏକ ମାମଲା ଦାୟର କରିଥିଲେ। ବୁଧବାର ରାଜ୍ୟ ନିର୍ବାଚନ କମିଶନ ଏଭଳି ରାୟ ଶୁଣାଇଛନ୍ତି।

  • Related Posts

    ଶଙ୍ଖଭବନକୁ ଆସିଲେନି ଏହି ପ୍ରମୁଖ ନେତୃବୃନ୍ଦ

    ଭୁବନେଶ୍ୱର: ଯାହା ଚର୍ଚ୍ଚା ହେଉଥିଲା ତାହା ସତ ହେଲା । କାରଣ ଗୁରୁବାର ଶଙ୍ଖ ଭବନରେ ପହଞ୍ଚି ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଜୁ ଜନତା ଦଳରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ଶଙ୍ଖ…

    Continue reading
    ବିିଜେଡିରେ ମିଶିବା ପରେ ଏହା କହିଲେ ସୁଜାତା

    ଭୁବନେଶ୍ୱର: ଯାହା ଚର୍ଚ୍ଚା ହେଉଥିଲା ତାହା ସତ ହେଲା । କାରଣ ଗୁରୁବାର ଶଙ୍ଖ ଭବନରେ ପହଞ୍ଚି ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଜୁ ଜନତା ଦଳରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ଶଙ୍ଖ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ