ବିଜେଡି ପ୍ରତିଷ୍ଠା ଦିବସ ପାଳନ ନେଇ ନବୀନଙ୍କ ଚିଠି

ଭୁବନେଶ୍ବର : ଆସନ୍ତା ୨୬ ତାରିଖରେ ବିଜେଡି ୨୮ ବର୍ଷରେ ପଦାର୍ପଣ କରିବ। ସବୁ ନିର୍ବାଚନମଣ୍ଡଳୀରେ ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ନେଇ ଦଳୀୟ କର୍ମକର୍ତ୍ତାଙ୍କୁ ଚିଠି ଲେଖି ବିଜେଡି ସଭାପତି ନବୀନ ପଟ୍ଟନାୟକ ଅବଗତ କରାଇଛନ୍ତି। ଏହା ସହ ଲୋକଙ୍କ ସେବା କରିବାକୁ ​‌ସେ ଆହ୍ବାନ ଦେଇଛନ୍ତି। ପ୍ରତିଷ୍ଠା ଦିବସରେ ବିଜେଡିର ଛାମୁଆ ନେତା ତଥା ଶୁଭେଚ୍ଛୁଙ୍କୁ ନେଇ ସଭା କରାଯିବ। ଏଥିରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ କାର୍ୟ୍ୟକ୍ରମ ନେଇ ଆଲୋଚନା କରାଯିବ। ଦଳର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ବିଜେପି ସରକାରର ପ୍ରତିଶ୍ରୁତି ପାଳନରେ ବିଫଳତାକୁ କ୍ଷେତ୍ରୀୟସ୍ତରରେ ସଭାସମିତି ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯିବ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ