ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନ ନେଇ ବିରୋଧୀଙ୍କ ଟାର୍ଗେଟ । ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି । ଦଳ ପୁରା ଡରିଯାଇଛି । ତେଣୁ ଆଗାମୀ ଛାତ୍ର ସଂସଦ ନିର୍ବାଚନ ହାରିବ ବୋଲି ଉଭୟ କଂଗ୍ରେସ ଓ ବିଜେଡ଼ି ଦାବି କରିଛନ୍ତି ।

ତେବେ ଛାତ୍ର କଂଗ୍ରେସ ନିର୍ବାଚନ ନେଇ ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି ଯେ, ଛାତ୍ର ସଂସଦ ନିର୍ବାଚନକୁ ନେଇ ଛକାପଞ୍ଝା ଚାଲିଛି। କଲେଜ ନିର୍ବାଚନକୁ ଡରିଗଲାଣି ବିଜେପି ଓ ତାଙ୍କ ଛାତ୍ର ସଂଗଠନ । ସେମାନଙ୍କ ହାତରୁ ଖସିଗଲାଣି ସବୁ କଲେଜ । ବାଲେଶ୍ୱର ଘଟଣାରେ ବିଜେପି ଡରିଯାଇଛି । ଛାତ୍ରଛାତ୍ର ସତ କଣ ଜାଣିସାରିଲେଣି ଓ ସଜାଗ ବି ହେଲେଣି । ସେମାନଙ୍କ ସହିତ କେଉଁ ଛାତ୍ର ସଂଗଠନ ନାହାନ୍ତି।

ସେହିପରି କଂଗ୍ରେସ ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି ଯେ, ବାଲେଶ୍ୱର ଛାତ୍ରୀ ମୃତ୍ୟୁ ଘଟଣାରେ ଡରିଯାଇଛି ବିଜେପି । ଆଗାମୀ ଛାତ୍ର ସଂସଦ ନିର୍ବାଚନ ହାରିବେ । କଲେଜରେ ବିଜେପିର ସଂଗଠନ ନାହିଁ । ଛାତ୍ରୀ ମୃତ୍ୟୁ ଘଟଣାରେ ଏବିଭିପିର ଭୂମିକା କଣ ରହିଛି । ତାହା ସମସ୍ତେ ଜାଣି ସାରିଲେଣି । ସେଥିପାଇଁ ଛାତ୍ର କଂଗ୍ରେସର ସଦସ୍ୟଙ୍କୁ କ୍ୟାମ୍ପସରେ ପୂରାଇ ଦେଉନାହାନ୍ତି ।

  • Related Posts

    ଆଜି ନୂଆ ଟିମ୍ ଘୋଷଣା କରିପାରନ୍ତି ନୀତିନ ନବୀନ

    ନୂଆଦିଲ୍ଲୀ : ବିଜେପିର ସଙ୍ଗଠନରେ ବଡ ଧରଣର ପରିବର୍ତ୍ତନ ହେବାକୁ ଯାଉଛି । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଚୂଡାନ୍ତ କରିସାରିଛନ୍ତି । କେବଳ ଔପଚାରିକ ଘୋଷଣାକୁ ବାକି ଅଛି । କୁହାଯାଉଛି କି ସୋମବାର…

    Continue reading
    ଜାତୀୟ ପ୍ରତୀକ ଓ ଗାନ ପ୍ରତି ଅବମାନନା ଓ ବାଧା ସୃଷ୍ଟି କରି ଦଣ୍ଡନୀୟ ଅପରାଧ କରଛନ୍ତି ସୋନିଆ: ଅଭିଳାଷ ପଣ୍ଡା

    ଭୁବନେଶ୍ୱର: ଅଗଷ୍ଟ ୧୫ ତାରିଖ ଦିନ ସମଗ୍ର ଦେଶବାସୀ ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ସହ ୮୦ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି । ଅନ୍ୟପଟେ ଭାରତୀୟ ଜାତୀୟ କଂଗ୍ରେସ ମୁଖ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସ ସମାରୋହ ପାଳନ ଅବସରରେ ବନ୍ଦେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ