ବିଜ୍ଞପ୍ତି ଜାରି : ନାଇଟ୍ ସିଫ୍ଟ ପାଇଁ ମହିଳା ଦେବେ ସହମତି ପତ୍ର

ଭୁବନେଶ୍ୱର : ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ପ୍ରତିଷ୍ଠାନ କିମ୍ବା ବ୍ୟବସାୟିକ କେନ୍ଦ୍ରରେ କାର୍ୟ୍ୟ କରିପାରିବେ । ଏଥିପାଇଁ ମହିଳାମାନେ ନିଜସ୍ୱ ସହମତି ପତ୍ର ଦେବାକୁ ପଡିବ । ଏନେଇ ଶ୍ରମ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ପ୍ରତିଷ୍ଠାନ କିମ୍ବା ବ୍ୟବସାୟିକ କେନ୍ଦ୍ରରେ କାର୍ୟ୍ୟ କରିପାରିବେ । ଯଦି ରାତିରେ ମହିଳାମାନେ କାର୍ୟ୍ୟ କରିବାକୁ ଚାହିଁବେ, ତେବେ ସେଥିପାଇଁ ମହିଳାମାନେ ପ୍ରଥମେ ନିଜସ୍ୱ ସହମତି ପତ୍ର ଦେବାକୁ ପଡିବ । ମହିଳାମାନେ ଯେଉଁଠାରେ କାମ କରିବାକୁ ଚାହିଁବେ, ସେଠାରେ ଅତିକମ୍‌ରେ ୩ ଜଣ ମହିଳା କର୍ମଚାରୀ କାର୍ୟ୍ୟ କରୁଥିବେ । ଏହାବ୍ୟତୀତ କାର୍ୟ୍ୟସ୍ଥଳୀରେ ନାରୀ ନିଯୁକ୍ତି କର୍ତ୍ତା ରହୁଥିବେ । ରାଜ୍ୟରେ ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଏବଂ ସେମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରମ ବିଭାଗ ପକ୍ଷରୁ ଓଡ଼ିଶା ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଆଇନ-୧୯୫୬ରେ କେତେକ ପରିବର୍ତ୍ତନ କରାଯାଇଛି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ