ବିଦ୍ୟୁତ୍ ଆଘାତରେ ବୃଦ୍ଧା ମୃତ

ରାୟଗଡ଼ା: ଆଜି ସକାଳେ ଓଦା ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ବୃଦ୍ଧା ମୃତ୍ୟୁବରଣ କରିଥିବା ଜଣାପଡିଛି। ମୃତ ବୃଦ୍ଧା ହେଲେ ରାୟଗଡ଼ା ସହର ଗାନ୍ଧୀ ନଗର ଦ୍ଵିତୀୟ ଲେନରେ ବାସ କରୁଥିବା କେ.ଭାରତୀ(୬୨)।
ଭାରତୀ ରବିବାର ଭୋର୍ ସକାଳୁ ଗାଧୋଇ ଘର ପଛ ପାର୍ଶ୍ଵରେ ବନ୍ଧା ଯାଇଥିବା ଲୁହା ତାରରେ ଲୁଗା ଶୁଖାଇବାକୁ ଯାଇଥିଲେ। ତେବେ କୌଣସି କାରଣବଶତଃ ଉକ୍ତ ତାରରେ ବିଦ୍ୟୁତ୍ ସଂଯୋଗ ହେଉଥିବାରୁ ଭାରତୀ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଭୋର୍ ସକାଳୁ ଭାରତୀଙ୍କ ମୃତ୍ୟୁ ଯୋଗୁଁ ପରିବାରରେ ଓ ଗାନ୍ଧୀନଗର ଶୋକର ଛାୟା ଖେଳି ଯାଇଛି।

  • Garvita Odia

    Related Posts

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ: ଉପରମୁଣ୍ଡରୁ ବର୍ଷାଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଶନିବାର ରାତି ୯ଟାରେ ୬୧୨.୧୨ ଫୁଟ ରହିଥିଲା ା ବାମପଟର ୧୩ ଓ ଡାହାଣପଟର ୭ ଫାଟକ ଦ୍ବାରା ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି…

    ଆଜିଠୁ କମିବ ବର୍ଷା

    ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା…

    Leave a Reply

    Your email address will not be published. Required fields are marked *

    You Missed

    ଘୋଷଣା କଲେ ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ଘୋଷଣା କଲେ  ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ  ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଓଡ଼ିଶାରେ  ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଆଜିଠୁ କମିବ ବର୍ଷା

    ଆଜିଠୁ କମିବ ବର୍ଷା

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି