ବିଦ୍ୟୁତ ଆଘାତରେ 3 ଶ୍ରମିକ ମୃତ

ସୋର : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ । ପାଇଖାନା ଟାଙ୍କି କାମ କରୁଥିବା ବେଳେ ତିନି ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ବିଦ୍ୟୁତ ଆଘାତରେ ତିନି ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ଗଗନଧୂଳି ଗାଁର ବାପି ମାଝୀଙ୍କର ପାଇଖାନା ଟାଙ୍କି କାମ ହେଉଥିଲେ । ଏହି ସମୟରେ ହଠାତ୍‌ ସମସ୍ତ ଶ୍ରମିକ ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ । ଯାହାଫଳରେ ଶ୍ରମିକମାନେ ଅଚେତ ହୋଇ ପଡିଯାଇଥିଲେ । ଘଟଣାସ୍ଥଳରୁ ସମେତ ଶ୍ରମିକଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକଙ୍କ ମଧ୍ୟରେ ବାବାଜୀ ମାଝି ଓ ବାପି ମାଝୀ ହୋଇଥିବା ବେଳେ ଅନ୍ୟ ଜଣଙ୍କ ପରିଚୟ ମିଳିନାହିଁ ।

  • Related Posts

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ଝାରସୁଗୁଡା: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି…

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା