ବିଧାନସଭା:୩ ଜିଲ୍ଲାରେ କମୁଛି ଭୂତଳ ଜଳସ୍ତର

ଭୁବନେଶ୍ବର: ରାଜ୍ୟର ୨୩ ଜିଲ୍ଲାରେ କମୁଛି ଭୂତଳ ଜଳସ୍ତର । ବିଧାନସଭାରୁ ଆସିଲା ସାଂଘାତିକ ତଥ୍ୟ ।ଗୃହରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାଲେଶ୍ବର, ଭଦ୍ରକ,କଟକ,କେନ୍ଦ୍ରାପଡା,ମାଲକାନଗିରି,ନୂଆପଡା,ସମ୍ବଲପୁରକୁ ଛାଡି ଦେଲେ ବାକି ସମସ୍ତ ଜିଲ୍ଲାରେ କମିବାରେ ଲାଗିଛି ଜଳସ୍ତର ।

ତେବେ ଏହି ୨୩ ଜିଲ୍ଲା ମଧ୍ୟରୁ ରାୟଗଡା ଓ ଗଜପତିରେ ସ୍ଥିତି ସଂଗୀନ ରହିଛି ।ଏସବୁର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ଟି ଯୋଜନା ପ୍ରଣୟନ କରାଯାଇଛି । ଭୂତଳ ଜଳସ୍ତର ବୃଦ୍ଧି ପାଇଁ ଛାତ ଓ ଅରୁଆ ନାମରେ ୨ଟି ଯୋଜନା କାର୍ୟ୍ୟକାରୀ କରିଛନ୍ତି ସରକାର ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ