ବିଧାନସଭା: ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ

ଭୁବନେଶ୍ଵର : ବିଧାନସଭାରେ ଉଠିଲା ଚିଟଫଣ୍ଡ୍ ପ୍ରସଙ୍ଗ। କ୍ଷତିଗ୍ରସ୍ତ ଜମାକାରୀଙ୍କ ଟଙ୍କା ଫେରସ୍ତ ତଥ୍ୟ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଯାଏ ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ ଚିଟଫଣ୍ଡ ଟଙ୍କା ଫେରି ପାଇଛନ୍ତି। ବିଧାୟକ ଗଣେଶ୍ଵର ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି।

ରୋଜ ଭ୍ୟାଲି ଗ୍ରୁପ, ଗୋଲଡେନ ଲ୍ୟାଣ୍ଡ ଭ୍ୟାଲୁ ଏବଂ ହାଇ-ଟେକ ଇଷ୍ଟେଷ୍ଟ ପ୍ରମୋଟର ଗ୍ରୁପର ୮ ଲକ୍ଷ ୭୮ ହଜାର ୯୫୩ ଆବେଦନକାରୀଙ୍କ ମଧ୍ୟରୁ ୩ ଲକ୍ଷ ୨୭ ହଜାର ୬୪୨ ଜମାକାରୀଙ୍କୁ ୧୨୮ କୋଟି ଟଙ୍କା ଫେରସ୍ଥ କରାଯାଇଛି। ଅବଶିଷ୍ଟ ପ୍ରକୃତ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଜିଲ୍ଲାପାଳଙ୍କ ଦ୍ଵାରା ଟଙ୍କା ଫେରସ୍ତ ପ୍ରକ୍ରିୟା ଚାଲୁ ରହିଛି। ସେହିପରି କମିଶନ ସୁପାରିଶ କରିଥିବା ୯୯ ହଜାର ୮୪୫ କ୍ଷୁଦ୍ର ଜମାକାରୀଙ୍କୁ ୪୭ କୋଟି ଟଙ୍କା କର୍ପସ ଫାଣ୍ଠିରୁ ଫେରସ୍ଥ କରାଯାଇଛି। ଏହା ସହ ୮ଟି ସଂସ୍ଥାର ସମ୍ପତ୍ତି ଜବତ ସହ ବାଜ୍ୟାପ୍ତି ଫଳରେ ସରକାରଙ୍କୁ ସାଢେ ୮ କୋଟିରୁ ଅଧିକ ରାଶି ପ୍ରାପ୍ତ ହୋଇଛି। ୬୮ଟି ବେଆଇନ ଆର୍ଥିକ ପ୍ରତିଷ୍ଠାନର ସ୍ଥାବର ଆସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ନିମନ୍ତେ ୯୦ଟି ପ୍ରସ୍ତାବକୁ ରାଜ୍ୟ ସରକାର ଆଦେଶ ଦେଇଥିବା ବେଳେ ୪୨ଟି ନିର୍ଦ୍ଦେଶକୁ ନ୍ୟାୟାଳୟ କାଏମ ରଖିଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ