ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ତିରୋଧାନ ଦିବସ। ଏହି ଅବସରରେ ରାଜ୍ୟବ୍ୟାପୀ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେଉଛି। ଆଜି ବିଧାନସଭା ପରିସରରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କେଭି ସିଂଦେଓ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ , ପ୍ରମିଳା ମଲ୍ଲିକ ଏବଂ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସେପଟେ ଆଜି ଶଙ୍ଖଭବନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରବାଦ ପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ