ବିପଦ ସଙ୍କେତ ଟପିଲା ବୈତରଣୀ

ବୈତରଣୀରେ ପୁଣି ବଢ଼ିଲା ବନ୍ୟାଜଳ, ତଳିଆ ଅଞ୍ଚଳକୁ ବଢ଼ିଲା ବିପଦ। ପୁଣି ଥରେ ବିପଦ ସଂକେତ ଅତିକ୍ରମ କରିଛି ବୈତରଣୀ ନଦୀ। ଆଖୁଆପଦାଠାରେ ବିପଦ ସଂକେତ ୧୮.୩୩ ମିଟର ଥିବା ବେଳେ ଆଜି ସକାଳ ୭ଟା ସୁଦ୍ଧା ନଦୀର ଜଳସ୍ତର ୧୮.୩୮ ମିଟରରେ ପହଞ୍ଚିଛି। ଫଳରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବନ୍ୟାଜଳ।

ଅନ୍ୟପଟେ ସାଳନ୍ଦୀ ନଦୀର ଜଳସ୍ତର ମଧ୍ୟ ଧୀରେ ଧୀରେ ବଢ଼ୁଛି। ରାଜଘାଟଠାରେ ବିପଦ ସଂକେତ ୧୭ ଫୁଟ ଥିବା ବେଳେ ବର୍ତ୍ତମାନ ୧୬.୫୦ ଫୁଟରେ ବନ୍ୟାଜଳ ପ୍ରବାହିତ ହେଉଛି। ଏହାରି ମଧ୍ୟରେ ଭଦ୍ରକ ଜିଲ୍ଲାରେ ବର୍ଷା ଜାରି ରହିଥିବାରୁ ନଦୀଗୁଡ଼ିକର ଜଳସ୍ତର ଆହୁରି ବଢ଼ିବା ଆଶଙ୍କା ରହିଛି।

  • Related Posts

    ବଲାଙ୍ଗୀରରୁ ବ୍ୟବସାୟୀଙ୍କୁ ଅପହରଣ, ଭୁବନେଶ୍ବରରୁ ଉଦ୍ଧାର

    ବଲାଙ୍ଗୀର: ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର କୁମାର ସାହୁଙ୍କୁ ଅପହରଣର ୨୪ ଘଣ୍ଟା ମଧ୍ୟରେ ଉଦ୍ଧାର କଲା ପୋଲିସ । ମାଷ୍ଟର ମାଇଣ୍ଡ ଗିରଫ ହୋଇଥିବାବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସର ତନାଘନା ଜାରି । ଅପହରଣର କାରଣ ଏବେବି ଅସ୍ପଷ୍ଟ ।…

    Continue reading
    ଫୁଲୁଛି ସୁବର୍ଣ୍ଣରେଖା

    ବାଲେଶ୍ବର: ସୁବର୍ଣ୍ଣରେଖା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ପରେ ଉପକୂଳ ତଥା ତଳିଆ ଅଞ୍ଚଳରେ ବନ୍ୟା ଭୟ ଘନେଇବାରେ ଲାଗିଛି । ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ଜିଲ୍ଲାର ଚାରୋଟି ପ୍ରମୁଖ ବ୍ଲକ ବସ୍ତା, ବାଲିଆପାଳ, ଜଳେଶ୍ୱର ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ