ବିପଦ ସଙ୍କେତ ଟପିଲା ବୈତରଣୀ

ଭଦ୍ରକ: ବଢୁଛି ବୈତରଣୀର ଜଳ ସ୍ତର । ଅପରାହ୍ଣ ୩ଟା ସୁଦ୍ଧା ଆଖୁପଦା ନିକଟରେ ବନ୍ୟାଜଳ ୧୮.୫୦ ମିଟରରେ ପ୍ରବାହିତ ହେଉଛି । ଭଣ୍ଡାରିପୋଖରୀ ବ୍ଲକର ଆଖୁଆପଦା ଠାରେ ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ ପହଞ୍ଚି ସ୍ଥିତି ପରଖିଛନ୍ତି। ସେ ଜଳସେଚନ ବିଭାଗର ଯନ୍ତ୍ରୀ, କାର୍ୟ୍ୟ ନିର୍ବାହ ଯନ୍ତ୍ରୀ ଓ ବିଭାଗୀୟ ଅଧିକାରୀ ଉପସ୍ଥିତିରେ ଆଲୋଚନା କରି ସ୍ଥିତି ଅନୁଧ୍ୟାନ କରିବା ସହ ବ୍ଲକ୍ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ ସେଠୀ ଉପସ୍ଥିତରେ ଆଲୋଚନା କରିଛନ୍ତି ।

ପ୍ରଭାବିତ ଅଞ୍ଚଳର ଜନ ଜୀବନ ସୁରକ୍ଷା ସହ ସୁଖିଲା ଖାଦ୍ୟ, ଆବଶ୍ୟକ ମେଡିସିନ ପ୍ରସ୍ତୁତ ରଖିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ତହସିଲଦାର ଓ ରାଜସ୍ଵ ଅଧିକାରୀ ମାନଙ୍କୁ ପ୍ରସ୍ତୁତ ରହିବା ନେଇ ସହ ଫୋନ୍ ମାଧ୍ୟମରେ ନିର୍ଦ୍ଦେଶ ଦେବା ସହ ଜିଲ୍ଲାପାଳ ଭଦ୍ରକ, ଜିଲ୍ଲା ଉନ୍ନୟନ ଅଧିକାରୀ ସମେତ ଜିଲ୍ଲା ଅଗ୍ନି ଶ୍ରମ ବିଭାଗ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । ପ୍ରଭାବିତ ଅଞ୍ଚଳରେ ଆଗୁଆ ସ୍ଥିତି ଅନୁଧ୍ୟାନ କରି ସାଧାରଣ ଜନତାଙ୍କ ଜୀବନ ଜୀବିକା ବଞ୍ଚାଇବା ସହ ପ୍ରଭାବିତ ଅଞ୍ଚଳରେ ଆଗୁଆ ସତର୍କତା ସହ ସମସ୍ତ ପ୍ରକାରର ସରକାରୀ ବ୍ୟବସ୍ଥା କରିବା ପାଇଁ ଆଲୋଚନା କରିଛନ୍ତି ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ