ବିବାହ ବନ୍ଧନରେ ବାନ୍ଧିହେବେ ମାହାଙ୍ଗା ବିଧାୟକ

ନିଶ୍ଚିନ୍ତକୋଇଲି: ବିବାହ ବନ୍ଧନରେ ବାନ୍ଧି ହେବେ ମାହାଙ୍ଗାର ସ୍ୱାଧୀନ ବିଧାୟକ ସାରଦା ପ୍ରସାଦ ପ୍ରଧାନ । ଏହାକୁ ନେଇ ସମଗ୍ର ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଉତ୍କଣ୍ଠା ପ୍ରକାଶ ପାଇଛି । ବିଧାୟକ ଶ୍ରୀ ପ୍ରଧାନକେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ଜଅଁରା ବାରିମୂଳ ଗ୍ରାମର ରମେଶ ଚନ୍ଦ୍ର ବଳଙ୍କ ବଡ଼ଝିଅ ସିପ୍ରା ପ୍ରିୟଦର୍ଶିନୀ ବଳଙ୍କୁ ବିବାହ କରିବେ । ସିପ୍ରା କଟକ ଜଗତପୁରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କରେ କାର୍ୟ୍ୟ କରୁଛନ୍ତି । ପୂର୍ବରୁ ସିପ୍ରା ମାହାଙ୍ଗା ଓ ନିଶ୍ଚିନ୍ତକୋଇଲି ବ୍ଲକରେ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଭାବେ କାର୍ୟ୍ୟ କରୁଥିଲେ । ନିକଟରେ ସେ ଓଏଏସ୍‌ ପାଇବା ପରେ ତାଲିମ ନେଉଛନ୍ତି । ବିବାହ ଉତ୍ସବ ୨ ତାରିଖରେ ରାଜସ୍ଥାନର ଜୟପୁର ଠାରେ ଅନୁଷ୍ଠିତ ହେବ ।ନିଗମାନନ୍ଦ ଆଶ୍ରମରେ ପୂଜାର୍ଚ୍ଚନା କରି ବନ୍ଧୁଙ୍କୁ ନେଇ ସାଥିରେ ନେଇ ରାଜସ୍ଥାନ ନେଇ ଯାଇଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ