ବିଭତ୍ସ :ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ୱାମୀ

ବଲାଙ୍ଗୀର : ବଲାଙ୍ଗୀର ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ବିଭତ୍ସ ହତ୍ୟା ଘଟଣା । ସାମାନ୍ୟ ବିବାଦରୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଜୀବନ ନେଇଗଲେ ସ୍ୱାମୀ । ଦେଓଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ଖବର ଅନୁଯାୟୀ, ମଙ୍ଗଳବାର ଦିନ ବିଳମ୍ବିତ ରାତିରେ ଖାଇ ସାରି ସ୍ତ୍ରୀ ଶୋଇବାକୁ ଯାଇଥିଲେ । ଏହି ସମୟରେ ସ୍ୱାମୀ ହଠାତ୍‌ ଏକ ଟାଙ୍ଗିଆ ଆଣି ସ୍ତ୍ରୀକୁ ଚୋଟ ମାରିଥିଲେ । ଯାହାଫଳରେ ସ୍ତ୍ରୀର ମୃତ୍ୟୁ ହୋଇଛି । ତେବେ ବର୍ତ୍ତମାନ ଯାଏଁ ହତ୍ୟାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପାରିବାରିକ କଳହରୁ ଏପରି କାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

ଅନ୍ୟପଟେ ହତ୍ୟାକାଣ୍ଡ ସଂପର୍କରେ ଦେଓଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରୁଛି । ଏହାସହ ହତ୍ୟାକାରୀ ସ୍ୱାମୀକୁ ଥାନାରେ ଅଟକ ରଖିଛି ପୋଲିସ ।

  • Related Posts

    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading
    ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

    କଟକ: ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। କଟକ ନେମାଳ ଥାନା ସହଦେବପୁର ଗାଁର ଶୈଳେନ୍ଦ୍ର ମଳିକ ଗତକାଲି ବିଳମ୍ବିତ ରାତି ୨ଟା ରେ ସ୍ତ୍ରୀ ରୋଜାଲିନକୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଛି । ସୂଚନା ମୁତାବକ ସ୍ୱାମୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ