ବିରୋଧୀ ଦଳ ନେତାଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ

ଭୁବନେଶ୍ୱର :ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ୟ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ । ‘ପୁରୀ ଆପଣ ବହୁତ କିଛି କରିଛନ୍ତି । ରଥଯାତ୍ରାକୁ ନିଶ୍ଚୟ ଆସିବେ’ ବୋଲି ସେବାୟତମାନେ ଶ୍ରୀ ପଟ୍ଟନାୟକଙ୍କୁ ଆମନ୍ତ୍ରଣ କରିଥିଲେ ।

ଜୁନ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ପାଳନ କରିବା ପାଇଁ ଶ୍ରୀ ପଟ୍ଟନାୟକ ସେବାୟତ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସାକ୍ଷାତ ସମୟରେ ସାଂସଦ ଶ୍ରୀ ଶୁଭାଶୀଷ ଖୁଣ୍ଟିଆ ଉପସ୍ଥିତ ଥିଲେ ।

ଅନମାନଙ୍କ ମଧ୍ୟରେ ସର୍ବଶ୍ରୀ ସାଇନା ଖୁଣ୍ଟିଆ, ଗୌରହରି ପ୍ରଧାନ, ଲୋକନାଥ ମହାସୁଆର, ରବିଶଙ୍କର ପଢିଆରୀ, କାଶୀନାଥ ମହାସୁଆର, ଦାମୋଦର ପ୍ରତିହାରୀ, ହରିଆ ସୁଆର, ଅସିତ୍‌ ମେକାପ, କୃଷ୍ଣଚନ୍ଦ୍ର ଗୋଚ୍ଛିକାର ଓ ଜମେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

  • Garvita Odia

    Related Posts

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଭୁବନେଶ୍ୱର: ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ଜୁନ ୨୨ ତାରିଖରେ ସେ ମୁମ୍ୱାଇ ଯିବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ହେବେ ଚିକିତ୍ସିତ । ଡାକ୍ତର…

    ୨୦ରେ ଓଡିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

    ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ୟ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି…

    Leave a Reply

    Your email address will not be published. Required fields are marked *

    You Missed

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ

    ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକଙ୍କୁ ସମ୍ବର୍ଦ୍ଧନା

    ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକଙ୍କୁ ସମ୍ବର୍ଦ୍ଧନା

    ସୋଆ ଏବଂ ବ୍ରୋଡବି୍ରଜ୍ ଫାଇନାନ୍ସିଆଲ୍ ସଲୁ୍ୟସନ୍ସ ମଧ୍ୟରେ ବୁଝାମଣା

    ସୋଆ ଏବଂ ବ୍ରୋଡବି୍ରଜ୍ ଫାଇନାନ୍ସିଆଲ୍ ସଲୁ୍ୟସନ୍ସ ମଧ୍ୟରେ ବୁଝାମଣା

    ଯାଜପୁରରେ ଆଉ ୧୬ ହଇଜା ପଜିଟିଭ

    ଯାଜପୁରରେ ଆଉ ୧୬ ହଇଜା ପଜିଟିଭ