ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ ଘଟିଛି । ସେ ଜଣେ ଦକ୍ଷ ଓ ସୁସାହିତ୍ୟକ ଥିଲେ । ଭାରତୀୟ ପ୍ରଶାସନିକ ସେବାର ଜଣେ ଦକ୍ଷ ଅଧିକାରୀ ଭାବେ ସେ ଓଡ଼ିଶା ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଥିଲେ । ସାହିତ୍ୟରେ ନିଜର ସୃଜନଶୀଳତାର ସ୍ୱତନ୍ତ୍ର ଛାପ ଛାଡ଼ି ଅନେକ କ୍ଷୁଦ୍ରଗଳ୍ପ ଓ କବିତା ଲେଖିଥିଲେ । ତାଙ୍କ ବିୟୋଗରେ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ହୋଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିବା ସହ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ଦାସଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

  • Related Posts

    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading
    +୨ ପରୀକ୍ଷା: ବଢ଼ିଲା ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ଫିଲ୍‌ଅପ୍ ଅବଧି

    ଭୁବନେଶ୍ବର: ଓଡ଼ିଶା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ବାର୍ଷିକ ଯୁକ୍ତ ଦୁଇ (+2) 2027 ପରୀକ୍ଷା ପାଇଁ ଏକ୍ସ-ରେଗୁଲାର (Ex-Regula) ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ପୂରଣର ଶେଷ ତାରିଖକୁ ବୃଦ୍ଧି କରିଛି । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ