ବିଶ୍ବ ଦୃଷ୍ଟି ଦିବସ ପାଳିତ

ଦେବଗଡ଼:ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ପୁରୁଣା ମେଡିକାଲର ସମ୍ମିଳନୀ କକ୍ଷରେ ବିଶ୍ବ ଦୃଷ୍ଟି ଦିବସ ପାଳିତ ହୋଇଯାଇଛି।ସିଡିଏମଓ ଡା.ସଂଘମିତ୍ରା ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା.ପ୍ରଭାତ ଓଝା, ଚକ୍ଷୁ‌ ରୋଗ ବିଶେଷଜ୍ଞ ଡା.ଦୀପକ ଜ୍ୟୋତି ମହାନ୍ତି, ଡିପିଏମ ସୁଶାନ୍ତ ପ୍ରହରାଜ,ଏନଏନଏମ ‌ଟ୍ରେନିଂର ସେଣ୍ଟର ଅଧ୍ୟକ୍ଷା ସରସ୍ବତୀ କୁମୁରା,ପରମେଶ୍ବର ସେଠୀ ପ୍ରମୁଖ ଯୋଗ ଦେଇ ନିଜ ଆଖିକୁ ଭଲ ପାଆନ୍ତୁ ଏବଂ ଏହାର ଯତ୍ନ ନେବା ସଂପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମକୁ ଭାରପ୍ରାପ୍ତ ସହକାରୀ ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅମରେଶ ଶତପଥି ପରିଚାଳନା କରିଥିଲେ।ଏହି ଅବସରରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏଥିରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।କାର୍ଯ୍ୟକ୍ରମରେ ଏନଏନଏମ ଛାତ୍ରୀ, ଆଶା କର୍ମୀ,ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ