ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ

ଦେବଗଡ଼:ଦେବଗଡ ଜିଲ୍ଲାର ବାରକୋଟ ବ୍ଲକର କଲା ଆୟୁଷ୍କାନ ଆରୋଗ୍ୟ କେନ୍ଦ୍ର ପକ୍ଷରୁ ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି।ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଭାସ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସିଡିଏମଓ ଡା.ସଂଘମିତ୍ରା ପଣ୍ଡା ମୁଖ୍ୟଅତିଥି,ମନସ୍ତତ୍ତ୍ବବିତ ରାଜଶ୍ରୀ ମହାନ୍ତି,ଭାରପ୍ରାପ୍ତ ସହକାରୀ ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅମରେଶ ଶତପଥି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମାନସିକ ସ୍ବାସ୍ଥ୍ୟ କଣ ଏବଂ ଏହାକୁ କିପରି ସୁସ୍ଥ ରଖାଯାଇପାରିବ ସେ ସଂପର୍କ‌ରେ ଆଲୋକପାତ କରିଥିଲେ।ସଭାକୁ କଲା ଆୟୁଷ୍କାନ ଆରୋଗ୍ୟ କେନ୍ଦ୍ରର ପୁରୁଷ ସ୍ବାସ୍ଥ୍ୟ କର୍ମୀ ଲୋକନାଥ ସାହୁ ପରିଚାଳନା କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ସିଏଚଓ ସୁଶାନ୍ତ ପ୍ରଧାନଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ।ଏଥିରେ ଅନୁଷ୍ଠାନର ଛାତ୍ରଛାତ୍ରୀମା‌ନେ ଉପସ୍ଥିତ ଥିଲେ।

  • Related Posts

    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading
    ପେଟାପଙ୍ଗା ପଞ୍ଚାୟତରେ ଜନଶୁଣାଣୀ ଶିବିର

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପଙ୍ଗା ଗ୍ରାମ ପଞ୍ଚାୟତରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ମୋଟ ୧୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ