ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଶୁଭ ସ୍ତମ୍ଭ ସ୍ଥାପନ

ବରଗଡ,25/11: ବିଶ୍ୱର ସର୍ବ ବୃହତ ଖୋଲା ଆକାଶ ରଙ୍ଗମଞ୍ଚ ବରଗଡ଼ ଜିଲ୍ଳା ନୁଯାତ୍ରା ପାଇଁ ସୋମବାରରେ ହାଟପଦା ସଞ୍ଚାର ପଡ଼ିଆରେ ପୂଜାର୍ଚ୍ଚନା ପରେ, ଶୁଭ ସ୍ତମ୍ଭ ସ୍ଥାପନ କରାଯାଇଛି । ବରଗଡ଼ ଜିଲ୍ଳାପାଳ ଓ ଏସପିଙ୍କ ଉପସ୍ଥିତିରେ ଏହା କରାଯାଇଛି। ୭୮ ତମ ଧନୁଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହା ଡିସେମ୍ବର ୨୪ରୁ ଆରମ୍ଭ ହୋଇ ଜାନୁଆରୀ ୩ ପର୍ଯ୍ୟନ୍ତ ଚାଲିବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଏହି ସମୟରେ ବରଗଡ଼ ପାଲଟିବ ମଥୁରା ନଗରୀ। ବରଗଡ଼ର ଅମାପାଲି ପାଲଟିବ ଗୋପପୁର। ବରଗଡ଼ ଓ ଅମାପାଲି ମଧ୍ୟରେ ବହି ଯାଇଥିବା ଜୀରା ନଦୀ ଯମୁନା ପାଲଟିବ। ଯମୁନା କୂଳରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଲୀଳା ଦେଖିବାକୁ ଜମିବ ଗହଳି।

  • Related Posts

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଖୁବଶୀଘ୍ର ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଘରକୁ ଆସିବେ କୁନି ଅତିଥି । ମାଆ ହେବେ ଜାଗୃତି ଶୁକ୍ଲା । ବିବାହର ବର୍ଷେ ପରେ ଏହି ଦମ୍ପତି ଖୁସି ଖବର ଦେଇଛନ୍ତି । ନବରାତ୍ରୀର ପ୍ରଥମ ଦିନରେ ଏହି ଗୁଡ୍ ନ୍ୟୁଜ୍…

    Continue reading
    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଆନ୍ତୁ ନାହିଁ ନହେଲେ ଦୁର୍ବଳ ହେବ ଦାନ୍ତ

    ବ୍ରଶ୍‌‌ କରିବାର ତୁରନ୍ତ ପରେ ଲୋକେ କିଛି ନା କିଛି ଖାଇଥାଆନ୍ତି। ହୁଏତ ସଭିଏଁ ଜାଣିନଥିବେ ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଦାନ୍ତ ମାଢି ଉପରେ କୁପ୍ରଭାବ ପଡିବା ସହ ଦାନ୍ତ ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ