ବିଶ୍ୱ ବିଜେତା ୪ ଓଡ଼ିଆ କ୍ରିକେଟରଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ବିଶ୍ୱ ବିଜେତା ଦୃଷ୍ଟିବାଧିକ ଓଡ଼ିଆ କ୍ରି୍ରକେଟର । ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରରେ ରହିଥିଲେ ୪ଜଣ ଓଡ଼ିଆ ଖେଳାଳି । ଫୁଲ ସୋରେନ୍‌, ବାସନ୍ତୀ ହାଁସଦାଳ ଯମୁନାରାଣୀ ଟୁଡୁ, ପାର୍ବତୀ ମାରାଣ୍ଡି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ସେମି ଫାଇନାଲ ଓ ଫାଇନାଲରେ ଭରତକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏହି ୪ଜଣ ଖେଳାଳି ।

ଗତ ୨୩ ନଭେମ୍ବରରେ ଇତିହାସ ରଚିଥିଲେ ଦୃଷ୍ଟିବାଧିତ ମହିଳା ଟି-୨୦ ଦଳ । କଲମ୍ବୋରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ଭାରତ ୭ୱିକେଟରେ ନେପାଳକୁ ପରାସ୍ତ କରି ବିଜୟୀ ହୋଇଥିଲା ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ