ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ବିଷ ପିଇ ସ୍ବାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମର ଭରତ ବେହେରା, କନକଲତା ବେହେରା ଉଭୟ ସ୍ବାମୀ-ସ୍ତ୍ରୀ ବିଷ ପିଇ ଦେଇଥିଲେ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ମାହାଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥାରେ ଗୁରୁତର ହେବାରୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ସେଠାରେ ଉଭୟଙ୍କ ଚିକିତ୍ସା ଜାରି ରହିଛି । ତେବେ ଉଭୟ ବିଷ ପିଇବାର କାରଣ ଅସ୍ପଷ୍ଟ ରହିଛି ।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ