ବିହାର ଜନାଦେଶ: ଏନଡିଏକୁ ବଡ ସଫଳତା, ପଛରେ ମହାମେଣ୍ଟ

ବିହାର : ବିହାର ବିଧାନସଭା ନିର୍ବାଚନରେ ମ୍ୟାଜିକ ନମ୍ବର ପାର କରିଛି ଏନଡିଏ । ପ୍ରାରମ୍ଭିକ ପର୍ୟ୍ୟାୟରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୧୮୦ ସିଟରୁ ଆଗୁଆ ରହିଥିବା ବେଳେ ମହାମେଣ୍ଟ ଏଠାରେ ୫୧ସିଟରେ ଆଗୁଆ ରହିଛି । ଅନ୍ୟ ଦଳ ଗୁଡିକ ୦୪ସିଟରେ ରହିଛି ।

ରାଘୋପୁର ସିଟରୁ ତେଜସ୍ୱୀ ଯାଦବ ଆଗୁଆ
ଆଲିନଗରରୁ ମୈଥିଲ ଠାକୁର ଆଗୁଆ
ଲଖିସରାଇରୁ ବିଜୟ ସ୍ନିହା ଆଗୁଆ

  • Related Posts

    ବିଜୟଙ୍କ ଘୋଷଣା: ସମସ୍ତ ବିଧାୟକ ପାଇବେ ନୂଆ କାର୍

    ତାମିଲନାଡୁର ପ୍ରତ୍ୟେକ ବିଧାୟକଙ୍କୁ ମିଳିବ କାର୍। ସେଥିରେ ସେମାନେ ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ କରି ଲୋକଙ୍କ ସମସ୍ୟାର ସମାଧାନ କରିବାରେ ସହଯୋଗ କରିବେ। ମୁଖ୍ୟମନ୍ତ୍ରୀ ବିଜୟ ଏହି ଘୋଷଣା କରିଛନ୍ତି।ତାମିଲନାଡୁ ବିଧାନସଭାରେ କହିଛନ୍ତି ଯେ ଲୋକଙ୍କ ଆବଶ୍ୟକତାର ବୁଝାସୁଝା କରିବା…

    Continue reading
    ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ:କୋର୍ଟ

    ତିରୁଅନନ୍ତପୁରମ : ଜଣେ ବ୍ୟକ୍ତିଙ୍କ ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ । ସରକାରୀ ସଂସ୍ଥା କିମ୍ବା ଆଇନ ପାଳନକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତ ଖବର ଛାପିବା ଦ୍ୱାରା ଯଦି କୌଣସି ବ୍ୟକ୍ତିଙ୍କ ପ୍ରତିଷ୍ଠାକୁ କ୍ଷତି ପହଞ୍ଚିଥାଏ କିମ୍ବା ତାଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ