ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ଏହା ଏକ ସ୍ୱାଭାବିକ ପ୍ରକ୍ରିୟା ।

ମନ୍ତ୍ରୀ ସୁରେଶ ପୂଜାରୀ ଆହୁରି କହିଛନ୍ତି, ଯେତେବେଳେ ରାଜ୍ୟ ନେତୃତ୍ଵ ଦିଲ୍ଲୀ ଗସ୍ତ କରିବେ, ନିଶ୍ଚିତ ଭାବେ କେନ୍ଦ୍ରୀୟ ନେତୃତ୍ବଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ମହିଳା କମିସନ ଏବଂ ଶିଶୁ ଅଧିକାର ଅଧ୍ୟକ୍ଷ ପଦରୁ ଆରମ୍ଭ ହୋଇଛି ପ୍ରକ୍ରିୟା। ଆଗକୁ ବୋର୍ଡ ନିଗମ ଅନ୍ୟ ପଦପଦବି ଲାଗି ମଧ୍ୟ ମଧ୍ୟ ବ୍ୟକ୍ତିଙ୍କ ନାମ ଘୋଷଣା ହେବ। ସେହିପରି ନିଗମ ବୋର୍ଡରେ ଥିବା ଅନ୍ୟାନ୍ୟ ପଦବୀଗୁଡିକୁ ମଧ୍ୟ ପୁରଣ କରାଯିବ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ