ବୌଦ୍ଧରୁ ପୁରୀ ଗଲା ୭୦ଖଣ୍ଡ ରଥ କାଠ

ହରଭଙ୍ଗା: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଶନିବାର ବୌଦ୍ଧ ବନଖଣ୍ଡର ମାଧପୁର ରେଞ୍ଜରୁ ୭୦ ଖଣ୍ଡ ଅସନ କାଠ ପୁରୀ ରଥଖଳାକୁ ପଠାଯାଇଛି। ଚଳିତବର୍ଷ ଦ୍ଵିତୀୟ ପର୍ୟ୍ୟାୟରେ ବୌଦ୍ଧରୁ ପୁରୀକୁ ରଥ କାଠ ପ୍ରେରଣ କରାଯାଇଥିବା ନେଇ ମାଧପୁର ରେଞ୍ଜ ଅଫିସର ଆଶିକ କୁମାର ଦିଗାଲ ସୂଚନା ଦେଇଛନ୍ତି । ସଂକୀର୍ତ୍ତନ ମଣ୍ଡଳୀ ସହିତ ରଥକାଠ ବୋଝେଇ ଦୁଇଟି ଗାଡ଼ିକୁ ମାଧପୁର ବନବିଭାଗ କାର୍ୟ୍ୟାଳୟ ସମ୍ମୁଖରେ କଳସ ବସାଯାଇ ସ୍ୱାଗତ କରାଯାଇଥିଲା। ଘଣ୍ଟ ବାଦ୍ୟ, ହରିବୋଲି ଓ ହୁଳହୁଳି ଦେଇ ମହାପ୍ରଭୁଙ୍କ କାଠକୁ ପୁରୀ ଅଭିମୁଖେ ନିଆଯାଇଥିଲା।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ