ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀର ଦ୍ବିତୀୟ ଦିନ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ପୁରୀ: ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀର ଦ୍ବିତୀୟ ଦିନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମ୍ମିଳନୀକୁ ଆଜି ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି । ବ୍ରିକ୍ସ ‘ଡିଜାଷ୍ଟର୍ ରିଡକ୍ସନ୍ ୱାର୍କିଂ ଗ୍ରୁପ’ର ଦ୍ବିତୀୟ ବୈଷୟିକ ସମ୍ମିଳନୀରେ ୧୧ଟି ଦେଶର ପ୍ରତିନିଧି ସାମିଲ ହୋଇଛନ୍ତି । ଆଜିର ବୈଠକରେ ବିଶ୍ବ ବିପର୍ୟ୍ୟୟ ପରିଚାଳନା ଓ ପ୍ରତିହତ ନେଇ ମାନସମନ୍ଥନ ହୋଇଛି । ଏହାସହିତ ବୈଠକରେ ବାତ୍ୟା ପରିଚାଳନା, ପୂର୍ବ ସତର୍କତା, ସ୍ଥାନାନ୍ତରଣ କାର୍ୟ୍ୟ, ଗୋଷ୍ଠୀ ଭିତ୍ତିକ ସ୍ତରରେ କାର୍ୟ୍ୟକ୍ରମମାନ ବିପର୍ୟ୍ୟୟ ପ୍ରଶମନ କ୍ଷେତ୍ରରେ ରାଜ୍ୟର ବିଶ୍ବସ୍ତରରେ ସଫଳତା ବିଷୟରେ ଆଲୋଚନା କରାଯାଇଥିଲା । ଏହି ଅବସରରେ ବ୍ରିକ୍ସ ଦେଶ ଆଗରେ ଓଡ଼ିଶାର ବାତ୍ୟା ମୁକାବିଲାର ସଫଳତା ସୂତ୍ର ରଖିଛନ୍ତି ମଖ୍ୟମନ୍ତ୍ରୀ ମୋହନ ମାଝୀ ।

  • Related Posts

    ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

    ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

    Continue reading
    ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ