ବ୍ୟାଟେରୀ ଗାଡିରୁ ନିଆଁ ଲାଗି ଜଳିଗଲା ୪ ଗାଡି

ସୁନ୍ଦରଗଡ : ବ୍ୟାଟେରୀ ଗାଡିରୁ ନିଆଁ ଲାଗି ଜଳିଗଲା ୪ ଗାଡି । ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ରାସ୍ତାରେ ଜଣଙ୍କ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରୀ ଚାଳିତ ସ୍କୁଟରକୁ ଚାର୍ଜରେ ବସାଇଥିବାବେଳେ ନିଆଁ ଲାଗିଯାଇଥିଲା ସ୍କୁଟରରୁ ନିଆଁ ଲାଗି ପାଖରେ ଥିବା ଏକ ବାଇକ ଏବଂ ୩ଟି ସ୍କୁଟି ସହ ସାଇକେଲ ଜଳି ପୋଡି ପାଉଁଶ ହୋଇଯାଇଛି। ଧିରେ ଧିରେ ନିଆଁ ଘର ଭିତରକୁ ବ୍ୟାପୁଥିବା ଦେଖି ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କାହାରି କୌଣସି ପ୍ରାଣହାନୀ ନହୋଇଥିଲେ ମଧ୍ୟ ଏକ ବଡ ଅଘଟଣରୁ ପରିବାର ଲୋକ ବର୍ତ୍ତି ଯାଇଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ