ଭଉଣୀ-ଭାଇଙ୍କୁ ଗୁଳିମାଡ଼

ବଇଣ୍ଡା: ଅନୁଗୁଳ ଜିଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ଏହି ଗୁଳିମାଡ଼ରେ ୧୫ ବର୍ଷୀୟ ଭଉଣୀ ଏବଂ ୧୧ ବର୍ଷୀୟ ଭାଇ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଶୁକ୍ରବାର କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ତେବେ ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା