ଭଦ୍ରକ ଜିଲ୍ଲା: ଆଜି ବନ୍ଦ ରହିବ ୬ଟି ବ୍ଳକ୍‌ର ୨୯୭ଟି ସ୍କୁଲ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଆଜି ବନ୍ଦ ରହିବ ୬ଟି ବ୍ଳକ୍‌ର ୨୯୭ଟି ସ୍କୁଲ। ଜିଲ୍ଲାରେ ଲଗାଣ ବର୍ଷା, ବନ୍ୟା ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏହି ଘୋଷଣା କରାଯାଇଛି।

ଭଦ୍ରକ, ବାସୁଦେବପୁର, ତିହିଡି, ଧାମନଗର, ଭଣ୍ଡାରିପୋଖରୀ ଓ ଚାନ୍ଦବାଲି ବ୍ଲକ୍‌ର ୨୯୭ ସ୍କୁଲ ପାଇଁ ଏହି ଘୋଷଣା କରାଯାଇଛି। ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାର ୩ଟି ବ୍ଲକରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ଏହି ବ୍ଲକଗୁଡ଼ିକ ହେଉଛି, ବେତନଟୀ, ବଡ଼ସାହି ଓ ରାସଗୋବିନ୍ଦପୁର। ସେହିଭଳି ଆଜି ସୁନ୍ଦରଗଡ଼ ଜିଲ୍ଲାର ସବୁ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ।

  • Related Posts

    ଡ୍ରାଇଭରଙ୍କ ଆନ୍ଦୋଳନ:ଡ୍ରାଇଭରଙ୍କ ଗାଡ଼ି ସିଜ୍ ହେବ- ଡିସିପି

    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

    Continue reading
    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି, ଆମ ବସ୍ ଭାଙ୍ଗିଲେ ଡ୍ରାଇଭର

    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ