ଭରତପୁରରେ ଖଣ୍ଡା ଧରି ବୁଲୁଛନ୍ତି ଦୁର୍ବୃତ୍ତ

ଭୁବନେଶ୍ଵର : ପାର୍ବଣ ଆସିଲା ଲୁଟେରା ମାତିଲେ । ହାତରେ ଖଣ୍ଡା ଧରି ରାତିରେ ବୁଲୁଛନ୍ତି ଦୁର୍ବୃତ୍ତ। ଘରେ ପଶି ଲୁଟୁଛନ୍ତି । କୌଣସି ପ୍ରତିବନ୍ଧକ ହେଲେ ଆକ୍ରମଣ କରିବାକୁ ପଛାଉ ନାହାନ୍ତି ସେମାନେ। ଭୁବନେଶ୍ଵର ଖଣ୍ଡଗିରି ଭରତପୁର ଥାନା ଅଞ୍ଚଳରେ ଏଭଳି ଏକ ଦୃଶ୍ୟ ସମସ୍ତଙ୍କୁ ଚକିତ କରିବା ସହ ଭୟଭୀତ କରିଛି । CCTV ରେ କଏଦ ହୋଇଛି ଲୁଟେରାଙ୍କ କାରନାମା । ଗତକାଲି ରାତିରେ ଭରତପୁର ଥାନା ପଛରେ ଥିବା ଏକ ଟେଣ୍ଟହାଉସ୍ ଗୋଦାମ ଭିତରେ ଲୁଟେରା ମାନେ ମାରଣାସ୍ତ୍ର ଧରି ପଶିଥିବା ବେଳେ କିଛି ଲୋକ ଦେଖିଥିଲେ । ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଲୁଟେରା ମାନେ ସେମାନଙ୍କୁ ଭୟଭୀତ କରିବା ସହ PCR ଭ୍ୟାନ୍ ଆସିବା ପୂର୍ବରୁ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି । ଏ ନେଇ ଭରତପୁର ଥାନାରେ ଏକ ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ପୋଲିସ ଆରମ୍ଭ କରିଛି ତଦନ୍ତ । ସିସିଟିଭି ଆଧାରରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ଆରମ୍ଭ ହୋଇଛି ଛାନଭିନ।

  • Related Posts

    ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ବାମୀ

    ​​​​​​​ବାଙ୍ଗିରିପୋଷି: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ। ବାଙ୍ଗିରିପୋଷି ଥାନା ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାଉଳଘୋରୀ ଗାଁରେ ଘଟିଛି ଏହି ଅଘଟଣ। ମୃତ ମହିଳା ଜଣକ ହେଲେ ମୀନା ସିଂ(୨୭)।ପାରିବାରିକ କଳହକୁ ନେଇ ମଙ୍ଗଳବାର ବିଳମ୍ୱିତ ରାତିରେ ବୀର…

    Continue reading
    ଥାନାରେ ଜଗବନ୍ଧୁ ଚାନ୍ଦ ଅଟକ

    ଭୁବନେଶ୍ବର:ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ ରହିଛନ୍ତି। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୁଲିସ ଅଟକ ରଖିଥିବା ସୂଚନା ମିଳିଛି। ରାତି ଅଧରେ ଘରେ ପଶି ମାରଣାସ୍ତ୍ରରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ ସହ ଜୀବନରୁ ମାରିବାକୁ ଉଦ୍ୟମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର