ଭାରତୀୟ ହକି ଦଳରେ ଓଡ଼ିଶାରୁ ୩

ଭୁବନେଶ୍ବର: ହକି ଇଣ୍ଡିଆ ଆଗାମୀ ଅଷ୍ଟ୍ରେଲିଆ ଗସ୍ତ ଲାଗି ‌ସୋମବାର ୨୪ ଜଣିଆ ଦଳ ଘୋଷଣା କରିଛି। ଏହି ଦଳରେ ଓଡ଼ିଶାରୁ ଅମିତ ରୋହିତଦାସ, ନୀଲମ ସଂଜୀପ ଖେସ୍‌ ଓ ଶିଳାନନ୍ଦ ଲାକ୍ରା ସ୍ଥାନ ପାଇଛନ୍ତି। ଦଳର ନେତୃତ୍ବଭାର ପୂର୍ବପରି ହର୍ମନପ୍ରୀତ ସିଂହଙ୍କ ହାତରେ ରହିଛି। ଏସିଆ କପ୍‌ ବିଜେତା ସିଧାସଳଖ ବିଶ୍ବକପ୍‌ ଯୋଗ୍ୟତା ନିଶ୍ଚିତ ଥିବାରୁ ଏହି ପ୍ରତିଯୋଗିତା ଗୁରୁତ୍ବ ରଖୁଛି। ବିହାରର ରାଜଗିରିଠାରେ ଚଳିତମାସ ୨୯ ତାରିଖରୁ ହେବାକୁ ଥିବା ଏସିଆା କପ୍‌ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରତିଯୋଗିତା ପୂର୍ବରୁ ଏହି ଗସ୍ତରେ ଖେଳାଳିଙ୍କ ପାଇଁ ନିଜକୁ ପ୍ରମାଣିତ କରିବାର ସୁଯୋଗ ରହିଛି। ଅଷ୍ଟ୍ରେଲିଆ ଗସ୍ତରେ ଭାରତ‌ ଅଗଷ୍ଟ ୧୫ରୁ ୨୧ ତାରିଖ ମଧ୍ୟରେ ପର୍ଥରେ ଘରୋଇ ଦଳ ବିପକ୍ଷରେ ୪ ମ୍ୟାଚ୍‌ ଖେଳିବ।
ଭାରତୀୟ ହକି ଦଳ: ଗୋଲି-କୃଷ୍ଣ ବି ପାଠକ, ସୂରଜ‌ ‌ରକେରା, ଡିଫେଣ୍ଡର-ସୁମିତ, ଜର୍ମନପ୍ରୀତ ସିଂହ, ହର୍ମନପ୍ରୀତ ସିଂହ (ଅଧିନାୟକ), ସଞ୍ଜୟ, ଅମିତ ରୋହିଦାସ, ନୀଲମ ସଞ୍ଜୀପ ଖେସ୍‌, ଯୁଗରାଜ ସିଂହ, ପୂଭାନ୍ନା ସିବି, ମିଡ୍‌ଫିଲ୍ଡର-ରାଜିନ୍ଦର ସିଂହ, ରାଜକୁମାର ପାଲ, ହାର୍ଦିକ ସିଂହ, ମନପ୍ରୀତ ସିଂହ, ବିବେକ ସାଗର ପ୍ରସାଦ, ରବିଚନ୍ଦ୍ର ସିଂହ ମୋଇରାଙ୍ଗଥେମ, ବିଷ୍ଣୁକାନ୍ତ ସିଂହ, ଫରୱାର୍ଡ-ମନଦୀପ ସିଂହ, ଶିଳାନନ୍ଦ ଲାକ୍ରା, ଅଭିଷେକ, ସୁଖଜିତ ସିଂହ, ଦିଲପ୍ରୀତ ସିଂହ, ସେଲ୍‌ଭାମ କାର୍ତ୍ତି, ଆଦିତ୍ୟ ଲାଲାଗେ।

  • Related Posts

    ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

    ଲଣ୍ଡନର ଦ ଓଭାଲରେ ଖେଳା ଯାଇଥିବା ଭାରତ ଓ ଇଂଲଣ୍ଡ ଟେଷ୍ଟର ଅନ୍ତିମ ଦିନରେ ଦେଖିବାକୁ ମିଳିଛି ଭରପୂର ରୋମାଞ୍ଚ। ଇଂଲଣ୍ଡ ମାଟିରେ ସିଂହ ଭଳି ଋଣହୁଙ୍କାର ଦେଇ ଭାରତୀୟ ବୋଲର ଘରୋଇ ଟିମ ହାତରୁ ମ୍ୟାଚ୍‌ ଛଡ଼ାଇ ଆଣିଛନ୍ତି। ଶେଷ…

    ଓଭାଲ୍‌ ଟେଷ୍ଟ: ପ୍ରଥମ ଦିନରେ ଭାରତ ୬/୨୦୪

    ଲଣ୍ଡନ: ସଂଘର୍ଷପୂର୍ଣ୍ଣ ଆଣ୍ଡରସନ୍‌-ତେନ୍ଦୁଲକର ଟ୍ରଫି ଶୃଙ୍ଖଳାର ନିର୍ଣ୍ଣାୟକ ୫ମ ତଥା ଅନ୍ତିମ ଟେଷ୍ଟମ୍ୟାଚ୍‌ ଗୁରୁବାର ଦି ଓଭାଲ୍‌ରେ ଆରମ୍ଭ ହୋଇଛି। ପ୍ରଥମ ଦିନର ବେଶ୍‌ କିଛି ସମୟ ବର୍ଷା ଯୋଗୁଁ ନଷ୍ଟ ହୋଇଛି। ହେଲେ ବାକି ସମୟରେ ଇଂଲଣ୍ଡର ପେସ୍‌ ବାହିନୀ…

    Leave a Reply

    Your email address will not be published. Required fields are marked *

    You Missed

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ହୁସିଆର ଅପରାଗ ଅଧିକାରୀ: ସରକାର ମାଗିଲେ ତଥ୍ୟ

    ହୁସିଆର ଅପରାଗ ଅଧିକାରୀ: ସରକାର ମାଗିଲେ ତଥ୍ୟ

    ଡଲାର ତୁଳନାରେ କ୍ରମାଗତ ଦୁର୍ବଳ ହେଉଛି ଭାରତୀୟ ମୁଦ୍ରା

    ଡଲାର ତୁଳନାରେ କ୍ରମାଗତ ଦୁର୍ବଳ ହେଉଛି ଭାରତୀୟ ମୁଦ୍ରା

    ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି:ପ୍ରମାଣ ମିଳିନଥିବାରୁ ମାମଲା ବନ୍ଦ

    ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି:ପ୍ରମାଣ ମିଳିନଥିବାରୁ ମାମଲା ବନ୍ଦ

    ୪୦ ଦିନିଆ ପାରୋଲରେ ବାବା ରାମ ରହିମ୍

    ୪୦ ଦିନିଆ ପାରୋଲରେ ବାବା ରାମ ରହିମ୍

    ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୃହବନ୍ଦୀ

    ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୃହବନ୍ଦୀ