ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ଟିକେଟ ମୂଲ୍ୟ ଧାର୍ୟ୍ୟ କଲା ଓସିଏ

ଭୁବନେଶ୍ୱର: ୨୦୨୫ ଫେବ୍ରୁଆରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ ପାଇଁ ଟିକେଟ ମୂଲ୍ୟ ଧାର୍ୟ୍ୟ କଲା ଓଡ଼ିଶା କ୍ରିକେଟ ଆସୋସିଏସନ ବା ଓସିଏ। ଓସିଏ ସମ୍ମିଳନୀ କକ୍ଷରେ  ବସିଥିବା ସ୍ୱତନ୍ତ୍ର ସାଧାରଣ ପରିଷଦ ବୈଠକର ଟିକେଟ ମୂଲ୍ୟ ଧାର୍ୟ୍ୟ କରାଯାଇଛି।

ଗ୍ୟାଲେରୀ ନମ୍ବର ୧ ପାଇଁ ଟିକେଟର ମୂଲ୍ୟ ୧୨୦୦ ଟଙ୍କା ଧାର୍ୟ୍ୟ କରାଯାଇଥିବା ବେଳେ ୨ ପାଇଁ ୧୦୦୦, ୩ ପାଇଁ ୧୨୦୦, ୪ ପାଇଁ ୧୦୦୦, ୫ ପାଇଁ ୧୫୦୦, ୬ ପାଇଁ ୧୨୦୦ ଓ ୭ ନମ୍ବର ଗ୍ୟାଲେରୀ ପାଇଁ ୮୦୦ ଟଙ୍କା ଧାର୍ୟ୍ୟ କରାଯାଇଛି।

ସେହିପରି ସ୍ପେଶାଲ ଏନ୍‌କ୍ଲୋଜର ପାଇଁ ଟିକେଟର ମୂଲ୍ୟ ୭୦୦୦ ଟଙ୍କା ରହିଥିବା ବେଳେ ଏସି ଗ୍ୟାଲେରୀ ବକ୍ସ ପାଇଁ ୯୦୦୦ ଟଙ୍କା, କର୍ପୋରେଟ ବକ୍ସ ପାଇଁ ୨୦ ହଜାର ଟଙ୍କା ଓ ନ୍ୟୁ ପ୍ୟାଭିଲିୟନ ପାଇଁ ଟିକେଟର ଦାମ ୧୦ ହଜାର ଟଙ୍କା ଧାର୍ୟ୍ୟ କରାଯାଇଛି।ବାରବାଟୀ ଷ୍ଟାଡିୟମର ସିଟ୍ କ୍ଷମତା ୪୪ ହଜାର ୫୨୪ ରହିଛି ବୋଲି ଓସିଏ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ କୁହାଯାଇଛି।

  • Related Posts

    ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

    ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

    Continue reading
    ଲର୍ଡସରେ ଭାରତକୁ ହରାଇ ଇଂଲଣ୍ଡ ଜିତିଲା ଦିନିକିଆ ସିରିଜ୍

    ଲର୍ଡସ: ଲର୍ଡସର ଐତିହାସିକ ମଇଦାନରେ ରବିବାର ଏଭଳି ଏକ ମ୍ୟାଚ୍ ଦେଖିବାକୁ ମିଳିଥିଲା, ଯେଉଁଥିରେ ରନ୍ ର ବର୍ଷା ହୋଇଥିଲା, ନୂତନ ରେକର୍ଡ ସୃଷ୍ଟି ହୋଇଥିଲା ଏବଂ ଶେଷରେ ଇଂଲଣ୍ଡ ବିଜୟୀ ହୋଇଥିଲା। ରୋହିତ ଶର୍ମାଙ୍କ ଚମତ୍କାର ୧୩୮ ରନ୍, ବିରାଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ