ଭାରତ ବିରୋଧରେ ଶୁଳ୍କ ଯୁଦ୍ଧ ଘୋଷଣା କରିଛନ୍ତି ଟ୍ରମ୍ପ

ୱାସିଂଟନ: ଭାରତ ବିରୋଧରେ ପୁଣି ଶୁଳ୍କ ଯୁଦ୍ଧ ଘୋଷଣା କରିଛନ୍ତି ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ। ଆମେରିକାର ବାରଣ ସତ୍ତ୍ବେ ଭାରତ ରୁଷରୁ ଅଶୋଧିତ ତେଲ ଓ ସାମରିକ ଅସ୍ତ୍ର କିଣିବା ଜାରି ରଖିଥିବାରୁ ଭାରତୀୟ ସାମଗ୍ରୀ ଉପରେ ଆଜି ଆହୁରି ୨୫ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଏହାକୁ ମିଶାଇ ଭାରତୀୟ ସାମଗ୍ରୀ ଉପରେ ମୋଟ ୫୦ ପ୍ରତିଶତ ଶୁଳ୍କ ଲାଗୁ କଲେଣି ଟ୍ରମ୍ପ। କେବଳ ଏତିକି ନୁହେଁ, ଆବଶ୍ୟକ ପଡ଼ିଲେ ଭାରତ ଉପରେ ଆହୁରି ଶୁଳ୍କ ଧାର୍ୟ୍ୟ କରିବାକୁ ମଧ୍ୟ ସେ ଧମକ ଦେଇଛନ୍ତି।

ଅନ୍ୟପକ୍ଷରେ ଟ୍ରମ୍ପଙ୍କ ଏଭଳି ଆଭିମୁଖ୍ୟର ପ୍ରତିବାଦ ଜଣାଇଛି ଭାରତ। ଭାରତ ପକ୍ଷରୁ ଟ୍ରମ୍ପଙ୍କ କାର୍ୟ୍ୟାନୁଷ୍ଠାନକୁ ଦୁର୍ଭାଗ୍ୟଜନକ ବର୍ଣ୍ଣନା କରିବା ସହିତ ସ୍ପଷ୍ଟ କରିଦେଇଛି ଯେ ଜାତୀୟ ସ୍ବାର୍ଥ ଦୃଷ୍ଟିରୁ ଯାହା ଉଚିତ ସେହି ଅନୁସାରେ ପଦକ୍ଷେପ ନିଆଯିବ। ଆମେରିକାର ଧମକ ଆଗରେ ଭାରତ ଡରିବ ନାହିଁ କି ନଇଁଯିବ ନାହିଁ।

  • Related Posts

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ନୂଆଦିଲ୍ଲୀ: ଟାରିଫରେ ଡୋନାଲ୍ଡ ଟ୍ରମ୍ପଙ୍କୁ ନରେନ୍ଦ୍ର ମୋଦି ବଡ଼ ଝଟକା ଦେଇଛନ୍ତି। ଆମେରିକା ସହ ଭାରତ ୩୧,୫୦୦ କୋଟି ଟଙ୍କାର ବୋଇଂ ଡିଲ ରଦ୍ଦ କରିଦେଇଛି। ଭାରତ ଏହି ନିଷ୍ପତ୍ତି ସେତେବେଳେ ନେଇଛି ଯେତେବେଳେ ଆମେରିକା ରାଷ୍ଟ୍ରପତି ଭାରତ ଉପରେ ଅତିରିକ୍ତ…

    ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ୟ୍ୟ ଓ ପରମ୍ପରାର ନିଚ୍ଛକ ନିଦର୍ଶନ : ଧର୍ମେନ୍ଦ୍ର

    ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ‘ଜାତୀୟ ହସ୍ତତନ୍ତ ଦିବସ’ ଅବସରରେ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତ ବସ୍ତ୍ର ପିନ୍ଧି ସଂସଦ କାର୍ୟ୍ୟରେ ସାମିଲ ହୋଇ ଖୁସି ପ୍ରକାଶ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ସାଂସଦମାନଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ