ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍‌ଭୋକେଟ ଜେନେରାଲ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାଇସ୍‌ ଚାନ୍‌ସେଲର ନିଯୁକ୍ତି ପାଇଥିଲେ। ଏହି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର ହୋଇଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ମାମଲା ଦାୟର କରିଥିଲେ।

  • Garvita Odia

    Related Posts

    ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

    ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ । ୨୦୦୬ ମସିହା…

    ନକଲି ଚାଷୀ:ଚଳିତ ବର୍ଷ ହେବ ଫର୍ମର e-kyc

    ଭୁବନେଶ୍ୱର: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ଏକ ବଡ ଯୋଜନା କରିଛନ୍ତି । ଚଳିତ ବର୍ଷ ହେବ ଫର୍ମର e-kyc । କୃଷକମାନେ ପଞ୍ଜୀକରଣ ଆଧାର କାର୍ଡ ସହିତ ସମସ୍ତ ଡକୁମେଣ୍ଟ ପ୍ରଦାନ କରିବେ । ଏହି ସବୁ ଡକୁମେଣ୍ଟ…

    Leave a Reply

    Your email address will not be published. Required fields are marked *

    You Missed

    ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

    ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

    ନକଲି ଚାଷୀ:ଚଳିତ ବର୍ଷ ହେବ ଫର୍ମର e-kyc

    ନକଲି ଚାଷୀ:ଚଳିତ ବର୍ଷ ହେବ ଫର୍ମର e-kyc

    ମମତା ବାନାର୍ଜୀଙ୍କ ସହିତ ଆଳୁ ସମ୍ପର୍କରେ ଆଲୋଚନା କରିବେ ମନ୍ତ୍ରୀ

    ମମତା ବାନାର୍ଜୀଙ୍କ ସହିତ ଆଳୁ ସମ୍ପର୍କରେ ଆଲୋଚନା କରିବେ ମନ୍ତ୍ରୀ

    ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କୁ  ଭେଟିଲେ ପ୍ରଭାତୀ ପରିଡ଼ା

    ନାରୀ ନ୍ୟାୟ ପାଇଁ କଂଗ୍ରେସ ପକ୍ଷରୁ ଆପ୍ ଉନ୍ମୋଚିତ

    ନାରୀ ନ୍ୟାୟ ପାଇଁ  କଂଗ୍ରେସ ପକ୍ଷରୁ ଆପ୍ ଉନ୍ମୋଚିତ

    ସୋଆ ଏସ୍ଏଚ୍ଏମ୍ର ୧୩ ତମ ବାର୍ଷିକ ଉତ୍ସବ ପାଳିତ

    ସୋଆ ଏସ୍ଏଚ୍ଏମ୍ର ୧୩ ତମ ବାର୍ଷିକ ଉତ୍ସବ ପାଳିତ