
କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ବନ୍ଦୋବସ୍ତ କାର୍ୟ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ବୁଧବାର ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ତାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି ।
ଉକ୍ତ କର୍ମଚାରୀଙ୍କ ବିରୋଧରେ ପୂର୍ବରୁ ଅନେକ ଅଭିଯୋଗ ଭିଜିଲାନ୍ସ ନିକଟରେ ହୋଇଥିଲା ।