ଭିଜିଲାନ୍ସ ଜାଲରେ ଏଡିଇଓ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ । ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇ ଦେବା ପାଇଁ ଆଟିଗାଁର ଶ୍ରୀବତ୍ସ ଭୋଇଙ୍କ ଠାରୁ ୬୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ଲକ ସମ୍ମୁଖରେ ଭିଜିଲାନ୍ସ ତାଙ୍କୁ ମାଡି ବସିଥିଲା। ବର୍ତ୍ତମାନ ବ୍ଲକ କାର୍ଯ୍ୟଳୟରେ ତଦନ୍ତ ଆରମ୍ଭ କରିଛନ୍ତି ଭିଜିଲାନ୍ସ ବିଭାଗ । ଖବର ଲେଖାଯିବା ସୁଦ୍ଧା ଭିଜିଲାନ୍ସ ଟିମ୍ ଦ୍ବାରା କଣ ଠାବ କରାଯାଇଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

  • Related Posts

    ପଶ୍ଚିମବଙ୍ଗ ପାଇଁ ମୋହନ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ

    ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି । ପଶ୍ଚିମବଙ୍ଗ ପାଇଁ ମୋହନ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ନେତା ଚୟନ ପାଇଁ ମୋହନଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି…

    Continue reading
    ରାୟଗଡ଼ାରେ ନୂଆ ରେଳ ଡିଭିଜନ, ଜୁନ ୧ରୁ ହେବ କାର୍ଯ୍ୟକାରୀ

    ଭୁବନେଶ୍ବର: ରାୟଗଡ଼ାରେ ନୂଆ ରେଳ ଡିଭିଜନ । ଜୁନ ୧ରୁ କାର୍ଯ୍ୟକାରୀ ହେବ ରାୟଗଡା ଡିଭିଜନ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗେଜେଟ୍ ନୋଟିଫିକେସନ ଜାରି ହୋଇଛି । ଏହା ଛଡ଼ା, ଦକ୍ଷିଣ ତଟ ରେଲୱେ ମଧ୍ୟ ନୂତନ ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ