ଭୁବନେଶ୍ଵର: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟର ଆକାଉଣ୍ଟାଣ୍ଟ ମହମ୍ମଦ ଫିରୋଜ ଖାନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଆକାଉଣ୍ଟାଣ୍ଟ ଫିରୋଜ ଖାନଙ୍କୁ ଧରିଛି ଭିଜିଲାନ୍ସ। ସ୍କୁଲ ୟୁନିଫର୍ମ ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀଠାରୁ ଲାଞ୍ଚ ନେଉଥିଲେ ଫିରୋଜ।
ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ
ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…