ଭୁବନେଶ୍ଵର: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟର ଆକାଉଣ୍ଟାଣ୍ଟ ମହମ୍ମଦ ଫିରୋଜ ଖାନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଆକାଉଣ୍ଟାଣ୍ଟ ଫିରୋଜ ଖାନଙ୍କୁ ଧରିଛି ଭିଜିଲାନ୍ସ। ସ୍କୁଲ ୟୁନିଫର୍ମ ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀଠାରୁ ଲାଞ୍ଚ ନେଉଥିଲେ ଫିରୋଜ।
ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…




