ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ଗୁରୁବାର ସିରିଜ ଦୁର୍ଘଟଣା ଘଟିଛି। ରାଜମହଲ ଓ ମାଷ୍ଟରକ୍ୟାଣ୍ଟିନ ମଝି ରାସ୍ତାରେ ଦୁଇଟି ମୋ ବସ ଏବଂ ୨ଟି କାର ପଛକୁ ପଛ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ପ୍ରଥମେ ଏକ ଏସି ମୋ ବସ ଯାଉଥିବାବେଳେ ତାହା ପଛରେ ଅନ୍ୟ ଏକ ମୋ ବସ ଧକ୍କା ହୋଇଥିଲା। ଫଳରେ ପଛରେ ଆସୁଥିବା ୨ଟି କାର ହଠାତ ବ୍ରେକ ଦେବାରୁ ପଛକୁ ପଛ ପିଟି ହୋଇଯାଇଥିଲେ। ଦୁର୍ଘଟଣା ପରେ କିଛି ସମୟ ପାଇଁ ରାସ୍ତା ଜାମ ରହିଥିଲା।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍