ଭୁବନେଶ୍ୱରରେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଉପରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ । ଏହି ସମୟରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମେୟର ସୁଲୋଚନା ଦାସ ଉପସ୍ଥିତ ଥିଲେ ।

ସ୍ବାଗତ ପରେ ବିମାନବନ୍ଦରରୁ ସିଧାସଳଖ OUAT କ୍ୟାମ୍ପସକୁ ଗଲେ ଉପରାଷ୍ଟ୍ରପତି । ସେଠାରେ ଭାରତ ସରକାରଙ୍କ ମତ୍ସ୍ୟପାଳନ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଗଭୀର ସମୁଦ୍ରରୁ ମତ୍ସ୍ୟ ସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ମତ୍ସ୍ୟଜୀବୀଙ୍କୁ ପ୍ରାଧିକରଣ ପତ୍ର ବଣ୍ଟନ କରିବା ସହ “ଓଡ଼ିଶା ଗଭୀର ସମୁଦ୍ର ମାଛଧରା ମିଶନ”ର ଶୁଭାରମ୍ଭ କରିବେ ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ