ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପକୁ ଅଣ୍ଡରଗ୍ରାଉଣ୍ଡ କରାଯିବାକୁ ନିଷ୍ପତ୍ତି

ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ଭୁବନେଶ୍ବର ମେଟ୍ରେ ରେଳ ପ୍ରକଳ୍ପ ନେଇ ନୂଆଁ ଅପ୍‌ଡେଟ୍‌ ଆସିଛି। ରାଜ୍ୟ ସରକାର ଭୁବନେଶ୍ବରରେ ମେଟ୍ରୋ‌ ଟ୍ରେନ୍‌ ବ୍ରିଜ୍‌ ଉପର ବଦଳରେ ମାଟି ଭିତର ଦେଇ ଚଳାଚଳ କରିବାକୁ ଯୋଜନା କରୁଛନ୍ତି। ଏଥି ପାଇଁ ପ୍ରାୟତଃ ପ୍ରସ୍ତୁତି ସଂପର୍କିତ ‌ଆଲୋଚନା ମଧ୍ୟ ହୋଇସାରିଛି। କୋଲକାତା ମେଟ୍ରୋ ଟ୍ରେନ୍‌ ଭଳି ଭୁବନେଶ୍ବର ‌ମେଟ୍ରୋ ରେଳ ଅଣ୍ଡରଗ୍ରାଉଣ୍ଡ ହେବ। ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ନେଇ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରାଜଧାନୀରେ ଅଣ୍ଡରଗ୍ରାଉଣ୍ଡ ହେବ ମେଟ୍ରୋ। ମାଟି ତଳେ ଚାଲିବ ମେଟ୍ରୋ।
ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ହରିଚନ୍ଦନ କହିଛନ୍ତି, ରାଜ୍ୟର ରାଜଧାନୀ ଭୁବନେଶ୍ୱରର ଜନସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହି କାରଣରୁ ଜନଗହଳି ବଢ଼ିବାରେ ଲାଗିଛି। ଭୁବନେଶ୍ବରରେ ଯେଉଁଭଳି ଭାବେ ଦିନକୁ ଦିନ ଭିଡ଼ ନିୟନ୍ତ୍ରଣ ବାହାରକୁ ଯାଉଛି, ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଡ଼ ପ୍ଲାନ୍ କରିଛନ୍ତି। ସେଥିପାଇଁ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପକୁ ଅଣ୍ଡରଗ୍ରାଉଣ୍ଡ କରାଯିବାକୁ ନିଷ୍ପତ୍ତି ହୋଇଛି।ରାଜ୍ୟର ରାଜଧାନୀ ଭୁବନେଶ୍ୱରର ଜନସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହି କାରଣରୁ ଜନଗହଳି ବଢ଼ିବାରେ ଲାଗିଛି। ଭୁବନେଶ୍ବରରେ ଯେଉଁଭଳି ଭାବେ ଦିନକୁ ଦିନ ଭିଡ଼ ନିୟନ୍ତ୍ରଣ ବାହାରକୁ ଯାଉଛି, ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଡ଼ ପ୍ଲାନ୍ କରିଛନ୍ତି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ